Posted inଜାତୀୟ

କର୍ନାଟକ ବିଧାନସଭା ନିର୍ବାଚନ: ୫୧୭ଜଣ କଲେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର

ବେଙ୍ଗାଲୁରୁ, ୨୫।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବାର ସୋମବାର ଶେଷ ଦିନ ଥିଲା। ତେବେ ନିର୍ବାଚନ ଅଧିକାରୀ କହିଛନ୍ତି, ୫୧୭ଜଣ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ମୋଟ ୨୬୧୩ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ।

ଏଥିସହିତ ରାଜ୍ୟରେ ନିର୍ବାଚନ ପ୍ରଚାର ଜୋରଦାର ହେବାରେ ଲାଗିଛି। କଂଗ୍ରେସ ଏବଂ ଭାଜପାର ବରିଷ୍ଠ ନେତାମାନେ ଏବେ ନିର୍ବାଚନୀ ପ୍ରଚାର କରୁଛନ୍ତି। ଭାଜପା ସଭାପତି ଜେପି ନଡ୍ଡା ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ କର୍ନାଟକରେ ରୋଡ ଶୋ ପରେ ବର୍ତ୍ତମାନ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ମହୀଶୂର ଏବଂ ଚାମରାଜନଗର ଗସ୍ତ କରିବେ। ଏହି ଅଞ୍ଚଳର ଅଧିବାସୀ ଭୋକାଲିଗା ସମ୍ପ୍ରଦାୟ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

‘ମୁଁ ବାବା ବାଗେଶ୍ୱର ନୁହେଁ…’: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (IIT) ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

ମୋଦିଙ୍କୁ ଭେଟି ଏତେବଡ଼ କଥା କହିଦେଲେ ରାଘବ ଚଢା, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୮।୮: ରାଜ୍ୟ ସଭା ଏମପି ରାଘବ ଚଢା ଶନିବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ, ଚଢା ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ…

‘ହେଲୋ ଅଙ୍କଲ ଅମରିନ୍ଦର…’: ରାହୁଲଙ୍କ ବୟାନ ପଞ୍ଜାବ ରାଜନୀତିକୁ କରିଛି ଉଷ୍ମ; ଜବାବ ଦେଲେ କ୍ୟାପଟେନ

ଚଣ୍ଡିଗଡ଼,୮।୮: ଦିଲ୍ଲୀରେ ଆୟୋଜିତ ‘ଜେନ-ଜେଡ ସମ୍ବାଦ’ କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ତାଙ୍କ ପସନ୍ଦର ଭାଜପା ନେତାମାନଙ୍କ ମଧ୍ୟରେ କ୍ୟାପଟେନ ଅମରିନ୍ଦର ସିଂହଙ୍କ ନାମ ନେଇ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri