Posted inଜାତୀୟ

କର୍ନାଟକ ବିଧାନସଭା ନିର୍ବାଚନ: ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲା ଏଆଇଏଡିଏମ୍‌କେ

ନୂଆଦିଲ୍ଲୀ,୨୪।୪: ତାମିଲନାଡୁର ବିରୋଧୀ ଦଳ ନେତା କେ ପାଲାନିସ୍ବାମୀ ନେତୃତ୍ୱାଧୀନ ଦଳ ଏଆଇଏଡିଏମ୍‌କେ ସୋମବାର କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଦଳର ଏକମାତ୍ର ପ୍ରାର୍ଥୀପତ୍ରକୁ ପ୍ରତ୍ୟାହାର କରିନେଇଛି।

ଭାଜପାର ବରିଷ୍ଠ ନେତା ଦିଲ୍ଲୀରୁ ଫୋନ ଯୋଗେ ପାଲାନିସ୍ବାମୀଙ୍କ ସହ କଥା ହୋଇଥିଲେ। ଅନୁରୋଧ ପରେ ବି ପାଲାନିସ୍ବାମୀ ରାଜି ହୋଇନାହାନ୍ତି। ତେବେ କଥାବାର୍ତ୍ତା ସମୟରେ ସେ ପୁଲକେଶିନଗର ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇଥିବା ଡି ଅନବରସନଙ୍କ ନାମ ପ୍ରତ୍ୟାହାର କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri