Posted inଜାତୀୟ

କର୍ନାଟକ ବିଧାନସଭା ନିର୍ବାଚନ: ବୟସ୍କ ଏବଂ ଦିବ୍ୟାଙ୍ଗଙ୍କ ପାଇଁ ଭୋଟ ଫ୍ରମ ହୋମ୍‌ର ବ୍ୟବସ୍ଥା

ବେଙ୍ଗାଲୁରୁ,୩୦।୪: ପ୍ରାୟ ଏକ ସପ୍ତାହ ପରେ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ସବୁ ଦଳ ଜୋରଦାର ପ୍ରଚାର ପ୍ରସ୍ତୁତି କରିବା ସହ ନିର୍ବାଚନ ଆୟୋଗଙ୍କ ଦ୍ୱାରା ମତଦାନ ସୁରୁଖୁରୁରେ ହେବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। କର୍ନାଟକରେ ପ୍ରଥମ ଥର ଭୋଟ ଫ୍ରମ ହୋମ୍‌ର ଘୋଷଣା କରିବା ସହ ନିର୍ବାଚନ ଆୟୋଗ ରବିବାର ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି।

ନିର୍ବାଚନ ଆୟୋଗ ୮୦ବର୍ଷରୁ ଅଧିକ ବୟସ୍କ ଏବଂ ଦିବ୍ୟାଙ୍ଗଙ୍କ ପାଇଁ ଘରେ ରହି ଭୋଟ ଦେବାର ବ୍ୟବସ୍ଥା କରିଛନ୍ତି। ନିର୍ବାଚନ ଆୟୋଗର ୫ଜଣିଆ ମତଦାନ ଏଜେଣ୍ଟ୍‌ ମତଦାତାଙ୍କ ଘରକୁ ଯାଇ ଭୋଟ ଗ୍ରହଣ କରାଇବେ। ଏହି ପ୍ରକ୍ରିୟା ମେ ୬ଯାଏ ଚାଲିବ।

କର୍ନାଟକର ଯେଉଁ ଭୋଟରଙ୍କୁ ଭୋଟ ଫ୍ରମ୍‌ ହୋମ ପାଇଁ ଚୟନ କରାଯାଇଛି ସେମାନେ ଘରେ ରହି ମତଦାନ କରିବାର ସୁବିଧା ପାଇପାରିବେ। ସେମାନେ ସ୍ବେଚ୍ଛାକୃତ ଭାବେ ବାଲଟ୍‌ ପେପର୍‌ ଦ୍ୱାରା ଭୋଟ୍‌ ଦେଇପାରିବେ। ନିର୍ବାଚନ ଆୟୋଗ ନିଯୁକ୍ତ କରିଥିବା ପୋଲିଂ ଏଜେଣ୍ଟର ୫ଜଣିଆ ଟିମ୍‌ରେ ୨ଜଣ ମତଦାନ ଅଧିକାରୀ, ଜଣେ ପଯ୍ୟବେକ୍ଷକ, ଜଣେ ପାର୍ଟି ଏଜେଣ୍ଟ ଏବଂ କିଛି ପୋଲିସ ମତଦାନ କରିବା ସମୟରେ ଉପସ୍ଥିତ ରହିବେ। ମତଦାନ ସରିବା ପରେ ବାଲଟ୍‌ ବକ୍ସକୁ ସୁରକ୍ଷିତ ଭାବେ ଷ୍ଟଙ୍ଗ୍‌ ରୁମ୍‌କୁ ପଠାଯିବ। ସ୍ବଚ୍ଛ ମତଦାନ ପାଇଁ ନିର୍ବାଚନ ଆୟୋଗ ଜଣେ ଭିଡିଓଗ୍ରାଫରଙ୍କୁ ନିଯୁକ୍ତ କରିଛନ୍ତି। ଯିଏ କି ମତଦାନ ସମୟରେ ପୂରା ପ୍ରକ୍ରିୟାର ଭିଡିଓ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?