କର୍ନାଟକ ଆତଙ୍କବାଦୀଙ୍କ ପେଣ୍ଠସ୍ଥଳ ପାଲଟିଲାଣି : ଭାଜପା

ବାଙ୍ଗାଲୁରୁ,୧୯।୭: ଦେଶ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ସନ୍ଦେହରେ କେନ୍ଦ୍ରୀୟ ଅପରାଧ ଶାଖା(ସିସିବି) ବାଙ୍ଗାଲୁରୁରୁ ୫ ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହାକୁ ନେଇ ରାଜ୍ୟର କଂଗ୍ରେସ ସରକାରଙ୍କୁ ସମାଲୋଚନା କରିଛନ୍ତି ଭାଜପା ବିଧାୟକ ଆର୍‌. ଅଶୋକ। କର୍ନାଟକ ଆତଙ୍କବାଦୀଙ୍କ ପେଣ୍ଠସ୍ଥଳ ପାଲଟିଲାଣି। ସରକାର ଠିକ୍‌ ଭାବେ କାମ କରୁନାହାନ୍ତି। ପିଏଫ୍‌ଆଇ, କେଏଫ୍‌ଡି ଏବଂ ମୁସଲମାନ ସଂଗଠନ ବିରୋଧରେ ପଞ୍ଜିକୃତ ମାମଲାକୁ କଂଗ୍ରେସ ସରକାର ପ୍ରତ୍ୟାହାର କରି ନେଇଛନ୍ତି। କର୍ନାଟକକୁ ରକ୍ଷା କରନ୍ତୁ ବୋଲି ସେ କେନ୍ଦ୍ର ସରକାରଙ୍କୁ ନିବେଦନ କରିଛନ୍ତି।

ପ୍ରକାଶ ଯେ, କେନ୍ଦ୍ରୀୟ ଗୁପ୍ତଚର ବିଭାଗ ସହ ମିଳିତ ଅପରେଶନରେ ସିସିବି ଏହି ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ବିସ୍ଫୋରକ ସାମଗ୍ରୀ ମିଳିବା ପରେ ମୋବାଇଲ ସହ ସେମାନଙ୍କର ଜିନିଷପତ୍ର ଜବତ କରାଯାଇଛି। ବର୍ତ୍ତମାନ ସିସିବି ସମସ୍ତ ସନ୍ଦିଗ୍ଧଙ୍କୁ ପଚରାଉଚରା କରୁଛି। କାରଣ ଏହି ସନ୍ଦିଗ୍ଧମାନଙ୍କ ସହ ଆଉ ୨ଜଣ ଥିବା ସେମାନେ ସନ୍ଦେହ କରୁଛନ୍ତି।

ସନ୍ଦିଗ୍ଧମାନେ ବାଙ୍ଗାଲୁରୁର ବିଭିନ୍ନ ଅଞ୍ଚଳର ବାସିନ୍ଦା। ଏମାନେ ବାଙ୍ଗାଲୁରୁରେ ବିସ୍ଫୋରଣ କରିବାକୁ ଯୋଜନା କରୁଥିବା ଅନୁସନ୍ଧାନକାରୀ ସଂସ୍ଥା ସନ୍ଦେହ କରୁଛି। କାରଣ ଏମାନେ ୨୦୧୭ରେ ହତ୍ୟା ମାମଲାରେ ଅଭିଯୁକ୍ତ ଥିଲେ। ଏହି ମାମଲାରେ ପରପାନା ଅଗ୍ରହାରା ସେଣ୍ଟ୍ରାଲ ଜେଲରେ ଥିବା ବେଳେ ଆତଙ୍କବାଦୀଙ୍କସହ ଯୋଗାଯୋଗରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri