Posted inଜାତୀୟ

ଜି ପରମେଶ୍ୱର, ଏମ ବି ପାଟିଲଙ୍କ ସମେତ ସିଦ୍ଦାରାମାୟାଙ୍କ ସରକାରରେ ୧୧ ନେତା ହୋଇପାରନ୍ତି ମନ୍ତ୍ରୀ

ବେଙ୍ଗାଲୁରୁ,୧୮।୫: କର୍ନାଟକରେ ସରକାର ଗଠନ କରିବାକୁ ନେଇ କଂଗ୍ରେସ ପକ୍ଷରୁ ଗୁରୁବାର ଅଫିସିୟାଲି ଘୋଷଣା କରାଯାଇଛି। ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦାରାମାୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ ଡିକେ ଶିବକୁମାରଙ୍କ ନାମ ଘୋଷଣା କରାଯାଇଛି। କର୍ନାଟକ କ୍ୟାବିନେଟର ସମ୍ଭାବିତ ମନ୍ତ୍ରୀଙ୍କ ସୂଚୀ ବି ସାମ୍ନାକୁ ଆସିଛି।

ଜି ପରମେଶ୍ୱର, ଏମବି ପାଟିଲ, କେଜେ ଜର୍ଜ, ପ୍ରିୟଙ୍କା ଖାର୍ଗେ, ବି.ଆର ରେଡ୍ଡୀ, ରୂପା ଶଶିଧର (କେ.ଏଚ ମୁନିୟାପ୍ପାଙ୍କ ଝିଅ), ଈଶ୍ୱର ଖଣ୍ଡେ, ଜାମିର ଅହମ୍ମଦ, ତନଭୀର ସୌତ, ଲକ୍ଷ୍ମଣ ସାଭଦିି, କୃଷ୍ଣା ବାୟରେ ଗୌଡା ସିଦ୍ଦାରାମାୟାଙ୍କ ସରକାରରେ ମନ୍ତ୍ରୀ ହୋଇପାରନ୍ତି। ଜି ପରମେଶ୍ୱର ରାଜ୍ୟର ପୂର୍ବତନ ଡେପୁଟି ସିଏମ ରହିସାରିଛନ୍ତି। ଦୀର୍ଘ ଦିନ ଧରି କର୍ଣ୍ଣାଟକ କଂଗ୍ରେସର ସଭାପତି ହେବା ବ୍ୟତୀତ ସେ ରାଜ୍ୟ ସରକାରଙ୍କ ଅନେକ ମନ୍ତ୍ରଣାଳୟ ମଧ୍ୟ ସମ୍ଭାଳିଛନ୍ତି।
ଏମବି ପାଟିଲ ଜଣେ ପୂର୍ବତନ ଏମପି ତଥା ସିଦ୍ଦାରାମାୟାଙ୍କ ପୂର୍ବ ସରକାରରେ ଜଣେ ମନ୍ତ୍ରୀ ଥିଲେ। ସେ ପ୍ରଭାବଶାଳୀ ଲିଙ୍ଗାୟତ ସମ୍ପ୍ରଦାୟର ଅଟନ୍ତ। କେଜେ ଜର୍ଜ ଦଳର ଜଣେ ବରିଷ୍ଠ ନେତା। ସେ ଏଚଡି କୁମାରସ୍ବାମୀ ଏବଂ ସିଦ୍ଦାରାମାୟା ସରକାରରେ ମନ୍ତ୍ରୀ ରହିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଲୋକ ସଭାରେ ଏମିତି କହିଦେଲେ ଅମିତ ଶାହା: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri