Posted inଜାତୀୟ

୫ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଧରିଲା ସିସିବି, ବିସ୍ଫୋରଣ କରିବାକୁ କରିଥିଲେ ଯୋଜନା

ବେଙ୍ଗାଲୁରୁ,୧୯।୭: କର୍ନାଟକର ବେଙ୍ଗାଲୁରୁରେ ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) ୫ ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ସୟଦ ସୁହେଲ, ଉମର, ଜାନିଦ, ମୁଦାସିର ଏବଂ ଜାହିଦ ବୋଲି ଚିହ୍ନଟ କରାଯାଇଛି। ବେଙ୍ଗାଲୁରୁରେ ବିସ୍ଫୋରଣ କରିବାକୁ ଦଳ ଯୋଜନା କରିଥିବା ଜଣାପଡିଛି। ବୁଧବାର ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) ଦ୍ୱାରା ଏହି ସୂଚନା ଦିଆଯାଇଛି।

ସିସିବି କହିଛି, ୨୦୧୭ରେ ହତ୍ୟା ମାମଲାରେ ସମସ୍ତ ୫ ଜଣ ଅଭିଯୁକ୍ତ ପାରପାନା ଉଗ୍ରାହାରା କେନ୍ଦ୍ରୀୟ ଜେଲରେ ଥିଲେ, ଯେଉଁଠାରେ ସେମାନେ ଆତଙ୍କବାଦୀଙ୍କ ସହ ଯୋଗାଯୋଗ କରିଥିଲେ। ସିସିବି ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri