Posted inଜାତୀୟ

ଭୋଟ ଚୋରି ଅଭିଯୋଗ: ରାହୁଲଙ୍କୁ ପ୍ରମାଣର ଦସ୍ତାବିଜ୍‌ ମାଗିଲେ କର୍ନାଟକ ସିଇଓ

ନୂଆଦିଲ୍ଲୀ,୧୦ା୮: ୨୦୨୪ ଲୋକ ସଭା ନିର୍ବାଚନରେ ଭୋଟର ଜାଲିଆତି ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କରିଥିବା ଅଭିଯୋଗ ଉପରେ କର୍ନାଟକ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ରବିବାର ତାଙ୍କୁ ନୋଟିସ୍‌ ପଠାଇ ଏହାର ପ୍ରମାଣ ପାଇଁ ଆବଶ୍ୟକ ଦସ୍ତାବିଜ୍‌ ମାଗିଛନ୍ତି।

ଜଣେ ମହିଳା ଦୁଇଥର ଭୋଟ ଦେଇଥିଲେ ବୋଲି କେଉଁ ଦସ୍ତାବିଜ୍‌ ଆଧାରରେ ଅଭିଯୋଗ ଆଣିଲେ, ତାହା ଦେଖାଇବାକୁ ସିଇଓ କହିଛନ୍ତି। ତାହା ପାଇବା ପରେ ସିଇଓଙ୍କ କାର୍ଯ୍ୟାଳୟ ସବିଶେଷ ତଦନ୍ତ କରାଯାଇପାରିବ ବୋଲି ନୋଟିସରେ କୁହାଯାଇଛି।

ସୂଚନାଯୋଗ୍ୟ, ଗତ ୭ ତାରିଖରେ ରାହୁଲ ନୂଆଦିଲ୍ଲୀରେ ଏକ ଖବରଦାତା ସମ୍ମିଳନୀରେ କହିଥିଲେ, କର୍ନାଟକର ମହାଦେବପୁରା ନିର୍ବାଚନ ମଣ୍ଡଳରେ ବ୍ୟାପକ ଭୋଟ୍‌ ଚୋରି ହୋଇଥିଲା। ନକଲି ନାମ, ଜାଲ୍‌ ଠିକଣା ସମେତ ଗୋଟିଏ ଠିକଣାରେ ଏକାଧିକ ନାମ ପଞ୍ଜୀକରଣ ଜରିଆରେ ଲକ୍ଷାଧିକ ଭୋଟ ଚୋରି ହୋଇଥିବା ସେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri