Posted inଜାତୀୟ

ଗୋଟିଏ ଦିନରେ ୨ ମୁଖ୍ୟମନ୍ତ୍ରୀ ହେଲେ କରୋନା ପଜିଟିଭ

ବେଙ୍ଗାଲୁରୁ:୧୦।୧: ବିହାର ମୁଖ୍ୟମନ୍ତ୍ରୀଙ୍କ ପରେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମାଇ ସୋମବାର କରୋନା ସଂକ୍ରମିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ବୋମାଇଙ୍କ ସାମାନ୍ୟ ଲକ୍ଷଣ ଦେଖାଦେଇଥିଲା। ଏନେଇ ସେ କରୋନା ପରୀକ୍ଷା କରାଇଥିଲେ। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ସେ ବର୍ତ୍ତମାନ ହୋମ ଆଇସୋଲେଶନରେ ଅଛନ୍ତି। ତାଙ୍କର ସ୍ବାସ୍ଥ୍ୟବସ୍ଥା ଠିକ୍‌ ଥିବା ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରାଇନେବାକୁ ବୋମାଇ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ତିହାର ସମେତ ଦିଲ୍ଲୀର ସମସ୍ତ ଜେଲ୍‌ରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୨୫ ।୯: ଦିଲ୍ଲୀର ରୋହିଣି କୋର୍ଟରେ ଶୁକ୍ରବାର ଗ୍ୟାଙ୍ଗଷ୍ଟର ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ଗ୍ୟାଙ୍ଗୱାର ଆଶଙ୍କା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି...

ଖୁବ୍‌ଶୀଘ୍ର ଆୟୁଷ ଭିଜା

ଗାନ୍ଧୀନଗର, ୨୧ା୪: ପାରମ୍ପରିକ ଔଷଧ ଏବଂ ଆୟୁଷ ଉତ୍ପାଦଗୁଡ଼ିକ ମାଧ୍ୟମରେ ଚିକିତ୍ସା ପଦ୍ଧତିକୁ ବିଶ୍ୱସ୍ତରରେ ପହଞ୍ଚାଇବା ନିମନ୍ତେ କେନ୍ଦ୍ର ସରକାର ଆୟୁଷ ଭିଜା ଆଣିବେ। ଏହା...

ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ଗୋଏଲ…

ନୂଆଦିଲ୍ଲୀ,୨୧।୧୧ : ପୂର୍ବତନ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅରୁଣ ଗୋଏଲ ସୋମବାର ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ତାଙ୍କୁ ଶନିବାର...

ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌ର ନଜର: ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୧୩।୨: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନନଜର ରଖିଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ପୋଲିସ ଷ୍ଟେଶନରେ ବଲିଉଡ୍‌ ଅଭିନେତା ସୁଶାନ୍ତଙ୍କ ବାନ୍ଧବୀ ରିଆ

ମୁମ୍ବାଇ,୧୮।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ଏବେବି ଯେମିତି ଅସମାହିତ ପ୍ରଶ୍ନ ହୋଇରହିଛି। ଡିପ୍ରେଶନ ଯୋଗୁ ସେ ଆତ୍ମହତ୍ୟା କରି ଥାଇପାରନ୍ତି...

ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ, ୪ ହଜାର ଭିଡ଼ରେ ମାତ୍ର ୨୩ ଜଣ ପ୍ରତ୍ୟକ୍ଷଦର୍ଶୀ…

ନୂଆଦିଲ୍ଲୀ,୨୬।୧୦: ଲଖିମପୁର ମାମଲାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ ଲାଗିଛି। ଶୀର୍ଷ ଅଦାଲତ କହିଛନ୍ତି ଯେ, ଏହି ମାମଲାରେ ଘଟଣାସ୍ଥଳରେ ୪-୫...

ଡବଲ ଇଞ୍ଜିନ୍‌ର ୨ ଡ୍ରାଇଭରଙ୍କ ପଳାୟନ, ଭାଜପାକୁ ଟାର୍ଗେଟ…

ଲକ୍ଷ୍ନୌ,୭।୯: ସମାଜବାଦୀ ପାର୍ଟି ପକ୍ଷରୁ ଭାଜପାକୁ ଟାର୍ଗେଟ କରାଯାଇଛି। ଅଖିଳେଶ ଯାଦବ କହିଛନ୍ତି ଯେ. ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶରେ...

ମାନ୍ଦାବସ୍ଥା ନେଇ ମୁଡିଜ୍‌ ରିପୋର୍ଟ:ଟ୍ରକ୍‌ ଅପରେଟର ଋଣ ଶୁଝିପାରିବେନି

ନୂଆଦିଲ୍ଲୀ,୬-୯:ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବକୁ ଏବେ ଟ୍ରକ୍‌ ଅପରେଟର ସେକ୍ଟର ମର୍ମେ ମର୍ମେ ଅନୁଭବ କରୁଛନ୍ତି। ବ୍ୟବସାୟ କମିବା କାରଣରୁ ସେମାନେ ନିଜର ଋଣ...

Advertisement
Archives

Model This Week