Posted inଜାତୀୟ

ବେଙ୍ଗାଲୁରୁ ଦଳାଚକଟା: CPଙ୍କୁ ସସ୍‌ପେଣ୍ଟ କଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୫।୬: ବେଙ୍ଗାଳୁରୁ ଦଳାଚକଟା ଘଟଣାରେ କର୍ନାଟକ ସରକାର ଗୁରୁବାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। କର୍ନାଟକ CPଙ୍କ ସହ ACP ଏବଂ ସେଣ୍ଟ୍ରାଲ ଜୋନ DCPଙ୍କୁ ନିଲମ୍ବନ କରିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ।

ଏପରିକି କ୍ୟୁବନ ପାର୍କ ପୋଲିସ ଷ୍ଟେସନ SI, ଷ୍ଟେଶନ ହାଉସ ମାଷ୍ଟରଙ୍କୁ ସସ୍‌ପେଣ୍ଟ କରାଯାଇଛି। ସେହିପଣି ଷ୍ଟାଡିୟମ ଇର୍ନ୍‌ଜଙ୍କୁ ମଧ୍ୟ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ।

ସୂଚନା ଯୋଗ୍ୟ, କର୍ନାଟକର ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମ୍‌ରେ ବୁଧବାର ରୟାଲ ଚ୍ୟାଲେଞ୍ଜର୍ସ ଅଫ୍‌ ବେଙ୍ଗାଲୁରୁ(ଆର୍‌ସିବି)ର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌-୨୦୨୫) ଭିକ୍ଟ୍ରି ସେଲିବ୍ରେଶନ୍‌ ବେଳେ ଦଳାଚକଟା ହୋଇଥିଲା। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅନେକ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏବେକି ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?