Posted inଜାତୀୟ

ଖାର୍ଗେଙ୍କ ନିମନ୍ତ୍ରଣକୁ ରଖିଲେ ନାହିଁ ଉଦ୍ଧବ, ଯୋଗ ଦେବେନାହିଁ ସିଦ୍ଦାରାମାୟାଙ୍କ ଶପଥ ଗ୍ରହଣ ସମାରୋହରେ

ବେଙ୍ଗାଲୁରୁ,୨୦।୫: କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇ ଗଲାଣି। ଆଉ କିଛି ସମୟ ପରେ ଏହି ଉତ୍ସବ ଅନୁଷ୍ଠିତ ହେବ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କର୍ନାଟକ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ ବେଙ୍ଗାଲୁରୁ ପହଞ୍ଚି ସାରିଛନ୍ତି। ସେହିପରି ରାହୁଲ ଗାନ୍ଧୀ ଓ ପ୍ରିୟଙ୍ଗା ଗାନ୍ଧୀ ଭଦ୍ରା ବେଙ୍ଗାଲୁରୁ ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ସ୍ବାଗତ କରିବାକୁ ନବ ନିର୍ବାଚିତ ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ପହଞ୍ଚିଥିଲେ।

କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର, ଆରଜେଡି ନେତା ତେଜସ୍ବୀ ଯାଦବ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ, ଏନସିପି ନେତା ଶରଦ ପାୱାର ଏବଂ ଉଦ୍ଧବ ଠାକରେଙ୍କ ସମେତ ୧୯ ଟି ବିରୋଧୀ ଦଳକୁ କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ପଠାଇଛନ୍ତି। ହେଲେ ଏବେ ଜଣାପଡିଛି କି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ଉଦ୍ଧବ ଠାକରେ ଏହି ଉତ୍ସବରେ ଯୋଗ ଦେବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri