‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୁଁ କହିବାକୁ ଚାହୁଁଛି, ମୋତେ ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ ‘ବନ୍ଦେ ମାତରମ’ର କେବଳ ଦୁଇଟି ଛନ୍ଦ ହିଁ ଗାଇବି। କର୍ନାଟକରେ କେବଳ ଦୁଇଟି ଛନ୍ଦ ଗାନ କରାଯାଏ।

Odisha’s No.1 Odia Daily

Share