Posted inଜାତୀୟ

୧୧୨ କରୋନା ରୋଗୀଙ୍କ ଚିକିତ୍ସା କରୁଛନ୍ତି ମାତ୍ର ୨ ନର୍ସ

ବେଙ୍ଗାଲୁରୁ,୧୯।୭: କର୍ନାଟକରେ କରୋନା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବେଙ୍ଗାଲୁରୁରେ ସର୍ବାଧିକ ମାମଲା ସାମ୍ନାକୁ ଆସୁଛି। ଫଳରେ ୨୨ ଜୁଲାଇ ପର୍ଯ୍ୟନ୍ତ ଏଠାରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ବଢୁଥିବା ମାମଲା ମଧ୍ୟରେ ରାଜ୍ୟର ଜଣେ ମନ୍ତ୍ରୀ ହଠାତ୍‌ ରାତିରେ କେସି ଜେନେରାଲ ହସ୍ପିଟାଲ ପରିଦର୍ଶନ କରିଥିଲେ। ଏହି ହସ୍ପିଟାଲରେ ୧୧୨ ଜଣ ରୋଗୀଙ୍କ ପାଇଁ ମାତ୍ର ୨ ଜଣ ନର୍ସ କାମ କରୁଛନ୍ତି। ରାଜ୍ୟ ଶିକ୍ଷା ମନ୍ତ୍ରୀ କେ ସୁଧାକର କହିଛନ୍ତି ଯେ, ପ୍ରକୃତରେ ୧୦ ରୋଗୀଙ୍କ ପାଇଁ ଜଣେ ନର୍ସିଂ କର୍ମଚାରୀ ରହିବା ଉଚିତ। କିନ୍ତୁ ଏଠାରେ ଦୁଇଜଣ ନର୍ସ ୧୧୨ ରୋଗୀଙ୍କ ଯତ୍ନ ନେଉଛନ୍ତି। ଏହି ମାତ୍ରାରେ କାର୍ଯ୍ୟ କରିବା ମାନବିକ ଭାବରେ ସମ୍ଭବ ନୁହେଁ ବୋଲି ସେ କହିଛନ୍ତି।
ମେଡିକାଲ ଅଧୀକ୍ଷକ ଡକ୍ଟର ବି.ଆର ଭେଙ୍କଟେଶ ସୂଚନା ଦେଇଛନ୍ତି ଯେ, ହସ୍ପିଟାଲର ୫୯ ଜଣ କର୍ମଚାରୀ କରୋନା ଜୀବାଣୁ ସଂକ୍ରମିତ ହୋଇଛନ୍ତି। ଏହି କାରଣରୁ ଡାକ୍ତରଖାନାରେ କର୍ମଚାରୀଙ୍କ ଅଭାବର ସମ୍ମୁଖୀନ ହେଉଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri