Posted inଜାତୀୟ

ସିବିଆଇର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ପ୍ରବୀଣ ସୁଦ

ନୂଆଦିଲ୍ଲୀ,୨୫।୫: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)ର ନୂତନ ନିର୍ଦ୍ଦେଶକ ଆଇପିଏସ ପ୍ରବୀଣ ସୁଦ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ୨ ବର୍ଷ ହେବ। ଏହାପୂର୍ବରୁ ଆଇପିଏସ ପ୍ରବୀଣ ସୁଦ କର୍ନାଟକର ଡିଜିପି ଥିଲେ। ବର୍ତ୍ତମାନର ସିବିଆଇ ନିର୍ଦ୍ଦେଶକ ସୁବୋଧ କୁମାର ଜୌସୱାଲଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ପ୍ରବୀଣ ସୁଦ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି।

ପ୍ରବୀଣ ସୁଦଙ୍କ ନାମ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ୩ ସଦସ୍ୟ ବିଶିଷ୍ଟ ଚୟନ କମିଟି ଦ୍ୱାରା ଅନୁମୋଦିତ ହୋଇଥିଲା। ୧୩ ମେ’ ସାରେ ଏକ ବୈଠକ ହୋଇଥିଲା। ଏହି କମିଟିରେ ପ୍ରଧାନମନ୍ତ୍ରୀ ମୋଦି, ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ ଏବଂ ବିରୋଧୀ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri