Posted inଜାତୀୟ

‘ରାଷ୍ଟ୍ରୀୟ ଶିକ୍ଷା ନୀତି ୨୦୨୦କୁ ରଦ୍ଦ କରିବେ ରାଜ୍ୟ ସରକାର’, ଶିବ କୁମାରଙ୍କ ଘୋଷଣା

ବେଙ୍ଗାଲୁରୁ,୧୮।୮: କର୍ନାଟକ ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ଶୁକ୍ରବାର ଘୋଷଣା କରଇଛନ୍ତି କି ତାଙ୍କ ସରକାର ରାଜ୍ୟରେ ରାଷ୍ଟ୍ରୀୟ ଶିକ୍ଷା ନୀତି ୨୦୨୦କୁ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ,ଜାତୀୟ ଶିକ୍ଷା ନୀତି (NEP) ୨୦୨୦ଦେଶର ଶିକ୍ଷାନୁଷ୍ଠାନଗୁଡିକରେ କାର୍ଯ୍ୟକାରୀ ହେବ। ୨୦୨୦ରେ କେନ୍ଦ୍ର ସରକାର ଏହା ଘୋଷଣା କରିଥିଲେ ଏବଂ ୨୦୨୧ରେ କର୍ନାଟକ ଦେଶର ପ୍ରଥମ ରାଜ୍ୟ ହୋଇଥିଲା ଯେଉଁଠାରେ ଏହା କାର୍ଯ୍ୟକାରୀ ହୋଇଥିଲା। ତତ୍କାଳୀନ ଭାଜପା ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ NEP କାର୍ଯ୍ୟକାରୀ କରିବାକୁ ଘୋଷଣା କରିଥିଲେ, କିନ୍ତୁ ବର୍ତ୍ତମାନ ଏହାକୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। କର୍ନାଟକର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ରାଜ୍ୟର ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ NEP ପ୍ରତ୍ୟାହାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri