Posted inଜାତୀୟ

କର୍ନାଟକରେ ଭାଜପା-କଂଗ୍ରେସ କଳି ପହଞ୍ଚିଲା କୋର୍ଟରେ, ଭାଜପା ଦାୟର କଲା ମାନହାନି ମାମଲା

ବେଙ୍ଗାଲୁରୁ,୯।୫: କର୍ନାଟକରେ ବୁଧବାର ଅର୍ଥାତ୍‌ ମେ ୧୦ରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ। ରାଜ୍ୟରେ ନିର୍ବାଚନ ପ୍ରଚାର ଶେଷ ହୋଇଯାଇଛି। ହେଲେ ଏବେବି ରାଜ୍ୟରେ କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି ମଧ୍ୟରେ ତୁତୁମେମେ ଲାଗି ରହିଛି। ଶୁଣିବାକୁ ମିଳିଛି କି କଂଗ୍ରେସ ନିର୍ବାଚନ କମିଶନଙ୍କ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ ଅଭିଯୋଗ କରିଛି। ଏପଟେ ଭାଜପା କଂଗ୍ରେସ ବିରୋଧରେ କୋର୍ଟରେ ପହଞ୍ଚିଛି। ଭାଜପା କଂଗ୍ରେସ ବିରୋଧରେ ମାନହାନି ମୋକଦ୍ଦମା ଦାୟର କରିଛି।
କଂଗ୍ରେସର ପ୍ରଦେଶ କାର୍ଯ୍ୟକାରୀ ଅଧ୍ୟକ୍ଷ ରାମଲିଙ୍ଗା ରେଡ୍ଡି କହିଛନ୍ତି, ଆମେ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଥିଲୁ କି ଜୟାନଗରରେ ନିରପେକ୍ଷ ନିର୍ବାଚନ କରାଯାଉ। କଂଗ୍ରେସ ନେତା କହିଛନ୍ତି ୨-୩ ଦିନ ମଧ୍ୟରେ ସମସ୍ତ ଖରାପ କାମ ଜୟାନଗର ଅଞ୍ଚଳରେ ହୋଇଛି। ସେ ଅଭିଯୋଗ କରିଛନ୍ତି କି, ଭାଜପା ପ୍ରାର୍ଥୀ ସିକେ ରାମମୂର୍ତ୍ତି ବିଧାନସଭାରେ ଗରିବ ଲୋକଙ୍କୁ ଧମକାଉଛନ୍ତି। ବେଙ୍ଗାଲୁରୁର ଅଧା ଦବଙ୍ଗ ଲୋକ ଜୟାନଗର ଅଞ୍ଚଳରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri