Posted inଜାତୀୟ

ଫଳାଫଳ ଯେକୌଣସି ସମୟରେ ବଦଳିପାରେ: ଅମିତ ମାଲଭିୟା

ବେଙ୍ଗାଲୁରୁ,୧୩।୫: କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ ପାଇଁ ଭୋଟ ଗଣନା ଚାଲିଛି। ତେବେ କଂଗ୍ରେସ ୧୨୮ଟି ଆସନରେ, ଭାଜପା ୬୮ଟି ଏବଂ ଜେଡିଏସ ୨୨ଟି ଆସନରେ ଆଗରେ ରହିଛି। ଏହି ସମୟରେ, କଂଗ୍ରେସର ବର୍ତ୍ତମାନର ଆକଳନକୁ ଦୃଷ୍ଟିରେ ରଖି ଭାଜପାର ଆଇଟି ସେଲ ମୁଖ୍ୟ ଅମିତ ମାଲଭିୟା କହିଛନ୍ତି, ଫଳାଫଳ ଯେକୌଣସି ସମୟରେ ବଦଳିପାରେ।

ଯେତେବେଳେ ଭାଜପା ଆଇଟି ସେଲ ମୁଖ୍ୟ ଅମିତ ମାଲଭିଆଙ୍କୁ ପଚରାଯାଇଥିଲା ଯଦି ଏଭଳି ଫଳାଫଳ ରହିବ ତେବେ ଆପଣ କଣ କରିବେ? ଜନତାଙ୍କ ଜନାଦେଶକୁ ସ୍ବୀକାର କରିବେ ନା ଆପଣ ଜେଡିଏସ ସହିତ ସରକାର ଗଠନ କରିବେ? ଏହା ଉପରେ ଅମିତ ମାଲଭିଆ କହିଛନ୍ତି ଯେ, ଅପରାହ୍ନ ୨ ରୁ ୩ ପର୍ଯ୍ୟନ୍ତ ଅପେକ୍ଷା କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଥଲାପତି ବିଜୟଙ୍କ ପୁଅ: କହିଲେ, ମୋ ବାପା ମୁଖ୍ୟମନ୍ତ୍ରୀ ହେବା ମୁହୂର୍ତ୍ତ …

ଚେନ୍ନାଇ,୩।୮:ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ପ୍ରସିଦ୍ଧ ଅଭିନେତା ବିଜୟ ପୁଅ ଜାସନ ସଞ୍ଜୟ ‘ସିଗ୍ମା’ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶନାରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଡେବ୍ୟୁ ପୂର୍ବରୁ,ଜାସନ ତାଙ୍କର…

ନିଶାନ୍ତ ବାର ନ ଖୋଲିବା ପାଇଁ ତେଜିଲା ଦାବି: ଅବକାରୀ ସେକ୍ରେଟାରୀଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୩।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ଓମ୍‌ ନଗର ପଡାରେ ନିଶାନ୍ତ ବାର ଖୋଲିବାକୁ ବହୁ ଚେଷ୍ଟା ଚାଲିଥିବାବେଳେ ଏହାକୁ ବିରୋଧ କରି କେସିଙ୍ଗା ସିଟିଜେନ…

ଭିତରେ ଶୋଇଥିଲେ ପରିବାର, ଲଗାଣ ବର୍ଷାରେ ଭାଙ୍ଗିଲା ଘର, ତା’ପରେ…

ରିଷିଡ଼ା,୩।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତ ଅବୁଜବାହଲ ଗ୍ରାମର କଲୋନୀ ପଡାର ନିଳକଣ୍ଠ ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ…

ଆସୁଛି ସବୁଠାରୁ ବଡ଼ ସଙ୍କଟ! ନୂଆ ଭବିଷ୍ୟବାଣୀକୁ ନେଇ ଥରହର ବିଶ୍ୱ

ବ୍ରାସିଲିଆ,୩।୮: ନିଜକୁ “ଜୀବନ୍ତ ନୋଷ୍ଟ୍ରାଡାମସ” କହୁଥିବା ୩୯ ବର୍ଷୀୟ ବ୍ରାଜିଲର ପାରାଲୋଜିଷ୍ଟ ଆଥୋସ ସାଲୋମ ଏକ ବଡ଼ ଦାବି କରିଛନ୍ତି। ତାଙ୍କ କହିବା ଅନୁଯାୟୀ, ୨୦୨୬ ପାଇଁ…

ଲିଭ୍-ଇନ୍ ପାର୍ଟନରଙ୍କୁ ମଧ୍ୟ ମିଳିବ ପତ୍ନୀଙ୍କ ଭଳି ଅଧିକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୮: ଲିଭ୍-ଇନରେ ରହୁଥିବା ପାର୍ଟନରକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଲିଭ୍-ଇନ୍ ସମ୍ପର୍କରେ ଥିବା ବ୍ୟକ୍ତି ନିଜ…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼/ବଡ ଗାଁ,୩।୮(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri