Posted inଜାତୀୟ

କର୍ନାଟକ ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ଦ୍ୱିତୀୟ ପ୍ରାର୍ଥି ତାଲିକା

ବେଙ୍ଗାଲୁରୁ,୬।୪: କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ଏବେ ଯୋର ସୋରରେ ପ୍ରସ୍ତୁତି ଚାଲିଛି। ଏହାରି ଭିତରେ କର୍ନାଟକ କଂଗ୍ରେସ ଗୁରୁବାର ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ଜାରି କରି ଦେଇଛି। କେନ୍ଦ୍ରୀୟ ନିର୍ବାଚନ ସମିତି(ସିଇସି)ର ବୈଠକ ପରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଦ୍ୱିତୀୟ ତାଲିକାରେ ୪୨ ଜଣ ପ୍ରାର୍ଥିଙ୍କ ନାମ ରହିଛି। କଂଗ୍ରେସ ଏବେ ସୁଦ୍ଧ ୧୬୬ ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଦଳ ପକ୍ଷରୁ ୨୫ ମାର୍ଚ୍ଚରେ ୧୨୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଜାରି କରିଥିଲା କଂଗ୍ରେସ। ଅନ୍ୟପଟେ ଆହୁରି ୧୦୦ ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା ବାକି ରହିଛି। ଏହା ପୂର୍ବରୁ ମଙ୍ଗଳବାର ଏପ୍ରିଲ ୪ରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଥିଲେ ଦଳ ରାଜ୍ୟର ଆଉ ୧୦୦ ଆସନର ପ୍ରାର୍ଥୀଙ୍କୁ ନେଇ ବ୍ୟାପକ ଚର୍ଚ୍ଚା କରିବ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri