Posted inଜାତୀୟ

କର୍ନାଟକ ନିର୍ବାଚନ: କଂଗ୍ରେସ ଆଗରେ

ନୂଆଦିଲ୍ଲୀ, ୭।୫: (ଆଇଏଏନ୍‌ଏସ୍‌): କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ସି-ଭୋଟର ପକ୍ଷରୁ କରାଯାଇଥିବା ଚୂଡ଼ାନ୍ତ ଜନମତ ସର୍ଭେ ଅନୁଯାୟୀ ଏବେ ବି କଂଗ୍ରେସ ଜିତିବା ସ୍ଥିତିରେ ରହିଛି। ତେବେ ଜୋର୍‌ଦାର ପ୍ରଚାର ଯୋଗୁ ପୂର୍ବରୁ ଭାଜପା ଓ କଂଗ୍ରେସ ମଧ୍ୟରେ ଥିବା ବ୍ୟବଧାନ ହ୍ରାସ ପାଇଛି। ମେ’ ୧୦ରେ ହେବାକୁ ଥିବା ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ୧୧୦ରୁ ୧୨୨ ଆସନ ମିଳିବ ବୋଲି ସି-ଭୋଟର ଜନମତ ସର୍ଭେରେ କୁହାଯାଇଛି। ସେଠାରେ ସରକାର ଗଢ଼ିବା ପାଇଁ ୧୧୩ ବିଧାୟକଙ୍କ ସମର୍ଥନ ଆବଶ୍ୟକ। କଂଗ୍ରେସ ୪୦.୨ ପ୍ରତିଶତ ଭୋଟ ପାଇବ, ଯାହା କି ଗତଥର ଭୋଟ ଭାଗ ଅପେକ୍ଷା ୨.୨ ପ୍ରତିଶତ ଅଧିକ। ଅନ୍ୟପକ୍ଷରେ କ୍ଷମତାରେ ଥିବା ଭାଜପା ଏଥର ନିର୍ବାଚନରେ ୭୩ରୁ ୮୫ ଆସନ ମଧ୍ୟରେ ସୀମିତ ରହିବ ବୋଲି ସର୍ଭେ ରିପୋର୍ଟରେ କୁହାଯାଇଛି। ୨୦୧୮ ନିର୍ବାଚନରେ ଭାଜପା ୧୦୪ ଆସନ ଜିତିଥିଲା। ତେବେ ଏହାର ଭୋଟ ଭାଗ ପୂର୍ବଭଳି ୩୬ ପ୍ରତିଶତ ରହିବ। ଜେଡିଏସ୍‌ ଏଥର ୨୧ ଆସନ ଜିତିବ ବୋଲି କୁହାଯାଇଛି। ୨୦୧୮ରେ ଏହି ଦଳକୁ ୩୭ ଆସନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri