Posted inଜାତୀୟ

୩୦ ବର୍ଷ ପୂର୍ବେ ମୃତ୍ୟୁ ହୋଇଯାଇଥିବା ଝିଅ ପାଇଁ ବର ଖୋଜିଲେ ପରିବାର, ଦେଲେ ଏଭଳି ବିଜ୍ଞାପନ, ଜାଣିଲେ…

ବେଙ୍ଗାଲୁରୁ,୧୩।୫: କର୍ନାଟକର ଦକ୍ଷିଣ କନ୍ନଡ ଜିଲ୍ଲାର ପୁତୁରରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ୩୦ ବର୍ଷ ପୂର୍ବେ ମୃତ୍ୟୁବରଣ କରିଥିବା ଝିଅର ବିବାହ ପାଇଁ ଏକ ପରିବାର ସ୍ଥାନୀୟ ଖବରକାଗଜରେ ଏକ ବିଜ୍ଞାପନ ପ୍ରକାଶ କରିଛନ୍ତି। ଦକ୍ଷିଣ କନ୍ନଡର ଏକ ଜାତିର ମୃତ କୁଆଁରୀ ପିଲାମାନଙ୍କର ଆତ୍ମା ସହିତ ବିବାହ କରିବାର ପରମ୍ପରା ରହିଛି, ଯାହାକୁ ପ୍ରୀତି କଲ୍ୟାଣମ ନାମରେ ଜଣାଯାଏ।

ବିଶ୍ୱାସ କରାଯାଏ ଯେ ଏହି ପରମ୍ପରାରେ ଆତ୍ମାମାନଙ୍କର ବିବାହ କରାଯାଏ। ତୁଲୁନାଡୁ-ଦକ୍ଷିଣ କନ୍ନଡ ଏବଂ ଉଡୁପି ଉପକୂଳବର୍ତ୍ତୀ ଜିଲାମାନଙ୍କରେ ଏହି ପ୍ରଥା ପ୍ରେଥା କଲ୍ୟାଣମ ନାମରେ ଜଣାଯାଏ। ପ୍ରକୃତରେ ସ୍ଥାନୀୟ ଖବରକାଗଜରେ ବିଜ୍ଞାପନ ଥିଲା ଯେ ପ୍ରାୟ ୩୦ବର୍ଷ ପୂର୍ବେ ମୃତ୍ୟୁବରଣ କରିଥିବା କୁଲାଲ ଜାତିର ବାୟଙ୍ଗେରା ଗୋତ୍ର ନାମକ ଜଣେ ଝିଅ ପାଇଁ ଏକ ବରପାତ୍ର ଖୋଜାଯାଉଛି। ଯଦି ଏହି ଜାତିର କୌଣସି ପୁଅ ଏବଂ ଭିନ୍ନ ଜାତିର କେଉଁ ପୁଅ ଅଛନ୍ତି, ଯିଏ ୩୦ବର୍ଷ ପୂର୍ବେ ମୃତ୍ୟୁ ହୋଇସାରିଛି। ପରିବାର ପ୍ରେଥା ମଦୃଭେ କରିବାକୁ ପ୍ରସ୍ତୁତ, ତେବେ ସେମାନେ ଏହି ନମ୍ବରରେ ଯୋଗାଯୋଗ କରିପାରନ୍ତି। ତେବେ ଏହି ବିଜ୍ଞାପନକୁ କେହି ଜଣେ ସୋସିଆଲ ମିଡିଆରେ ଭାଇରାଲ କରିଦେଇଛି। ଯାହା ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri