Posted inଜାତୀୟ

ବେଙ୍ଗାଲୁରୁ ଗଲେ କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସାଭଦି, କଂଗ୍ରେସ ଅବା ଜେଡିଏସରେ ହୋଇପାରନ୍ତି ସାମିଲ

ବେଙ୍ଗାଲୁରୁ,୧୪।୪: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସଂଗପ୍ପା ସାଭଦି କଂଗ୍ରେସରେ ସାମିଲ ହୋଇ ପାରନ୍ତି। ସେ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ଛାଡିଛନ୍ତି। ଶୁକ୍ରବାର ଲକ୍ଷ୍ମଣ ସଂଗପ୍ପା ବେଲଗାମରୁ ବେଙ୍ଗାଲୁରୁ ଗସ୍ତ କରିଛନ୍ତି। ତାଙ୍କ ପାଇଁ ଏକ ବିମାନ ବୁକ କରାଯାଇଛି। ଏହି ବୁକିଂ କର୍ନାଟକର କଂଗ୍ରେସ ଅଧ୍ୟକ୍ଷ ଡିକେ ଶିବକୁମାରଙ୍କ ନାମରେ କରାଯାଇଛି। ବେଙ୍ଗାଲୁରୁ ପହଞ୍ଚିବା ପରେ ସେ କଂଗ୍ରେସ ଅଥବା ଜେଡିଏସରେ ଯୋଗ ଦେଇ ପାରନ୍ତି ବୋଲି କୁହାଯାଉଛି। ସମ୍ଭାବନା ରହିଛି ଯେ କଂଗ୍ରେସରେ ଯୋଗ ଦେଇ ପାରନ୍ତି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଲକ୍ଷ୍ମଣ ସାଦଭି ୧୨ ଏପ୍ରିଲରେ ଅଥାନି ନିର୍ବାଚନ ମଣ୍ଡଳି ପାଇଁ ଟିକେଟ ନ ମିଳିବାରୁ ସେ ବିଧାନ ପରିଷଦ ସଦସ୍ୟ ଓ ଭାଜପାର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ। ସେ କହିଥିଲେ କି ମୁଁ ମୋର ନିଷ୍ପତ୍ତି ନେଇ ସାରିଛି। ମୁଁ ଭିକ୍ଷା ଥାଲି ନେଇ ବୁଲିବା ଲୋକ ନୁହେଁ, ମୁଁ ଜଣେ ସ୍ବାଭିମାନୀ ରାଜନେତା। ମୁଁ କାହା ଚାପରେ ଆସି କାମ କରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri