Posted inଜାତୀୟ

ଏମ୍‌ଭିଏକୁ ସୁଦୃଢ଼ କରିବ ‘କର୍ନାଟକ ସୂତ୍ର’

ମୁମ୍ବାଇ, ୧୫।୫: କର୍ନାଟକରେ ଭାଜପାରେ ସଦ୍ୟ ଶୋଚନୀୟ ପରାଜୟ ମହାରାଷ୍ଟ୍ରରେ ମହାବିକାଶ ଅଘାଡ଼ି (ଏମ୍‌ଭିଏ) ପାଇଁ ନୂଆ ଆଶାର କିରଣ ପାଲଟିଛି। ୨୦୨୪ ନିର୍ବାଚନରେ ଶାସକଦଳକୁ ଚ୍ୟାଲେଞ୍ଜ କରିବା ସକାଶେ ଏହା ୟୁବିଟି ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ପାଇଁ ସୁଯୋଗ ଆଣିଦେଇଛି। ଉଦ୍ଧବ ଅନ୍ୟ ଛୋଟ ଦଳଗୁଡ଼ିକୁ ସାଙ୍ଗରେ ନେଇ ନିର୍ବାଚନ ଲଢ଼ିଲେ କର୍ନାଟକ ଭଳି ପରିଣାମ ଆସିପାରେ ବୋଲି ଜାତୀୟତାବାଦୀ କଂଗ୍ରେସ ଦଳ (ଏନ୍‌ସିପି)ର ରାଜ୍ୟ ସଭାପତି ଜୟନ୍ତ ପାଟିଲ କହିଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ମୁମ୍ବାଇ ବାସଭବନ ‘ସିଲ୍‌ଭର ଓକ୍‌’ରେ ଏମ୍‌ଭିଏ ବୈଠକ ଶେଷରେ ପାଟିଲ କହିଛନ୍ତି, ଶିବସେନା ୟୁବିଟି, ଏନ୍‌ସିପି ଏବଂ କଂଗ୍ରେସ ଲୋକ ସଭା ତଥା ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଏକାଠି ବସି ଆସନ ଭାଗବଣ୍ଟା ସୂତ୍ର ବାହାର କରିବେ। କର୍ନାଟକ ଭଳି ମହାରାଷ୍ଟ୍ରରେ ଏମ୍‌ଭିଏ ଲୋକଙ୍କ ଆସ୍ଥା ଜିତିବା ସହ ଅଧିକ ତତ୍ପର ହୋଇ କାର୍ଯ୍ୟ କରିବ। ଆସନ୍ତା ମାସରେ ମିଳିତ ରାଲି ପାଇଁ ଯୋଜନା ହୋଇଛି। ଉକ୍ତ ବୈଠକରେ ପାଓ୍ବାର, ଉଦ୍ଧବଙ୍କ ସମେତ ମେଣ୍ଟର ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ସ୍ବଦେଶୀ ଟିଟାନସ୍‌, ଡିପ୍‌ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍‌ ଏବଂ ବୟସ୍କଙ୍କ ପାଇଁ ଡିପ୍‌ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri