ଓମିକ୍ରନକୁ ନେଇ କଡା ହେଲେ କର୍ନାଟକ ସରକାର

ବେଙ୍ଗାଲୁରୁ,୪ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନକୁ ନେଇ ସାରା ବିଶ୍ୱ ଚିନ୍ତାରେ ପଡି ଯାଇଥିବା ବେଳେ ଏହା ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଦେଶରେ ପହଞ୍ଚି ସାରିଲାଣି । ଭାରତ ବି ଏଥିରୁ ବାଦ୍ ଯାଇନାହଁ । କର୍ନାଟକରେ ପ୍ରଥମେ ୨ ଜଣ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ଏହା ଜଣାପଡିବା ପରେ ଏବେ କର୍ନାଟକ ସରକାର ସଜାଗ ହୋଇ ଉଠିଛନ୍ତି । ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି କି ମଲ, ସିନେମା ହଲ ଆଦି ଗହଳି ସ୍ଥାନକୁ ଯାଉଥିବା ପ୍ରତ୍ୟେକ ବ୍ୟକ୍ତି କରୋନା ଭ୍ୟାକ୍ସିନର ଦୁଇଟି ଯାକ ଡୋଜ ନେବା ଜରୁରୀ । ଏହାସହ ସ୍କୁଲ କଲେଜ ଯାଉଥିବା ପିଲାମାନଙ୍କ ପାଇଁ ବି ଏହି ନିୟମ ଲାଗୁ କରାଯାଇଛି । ଏହାସହ ରାଜ୍ୟ ସରକାର ବିମାନ ବନ୍ଦରରେ ବିଦେଶରୁ ଆସୁଥିବା ଯାତ୍ରୀଙ୍କ ଉପରେ ଅଧିକ ଧ୍ୟାନ ଦେବାକୁ କହିଛନ୍ତି । ସେହିପରି ଶିକ୍ଷାନୁଷ୍ଠାନରେ ସାର୍ବଜନିକ କାର୍ଯ୍ୟକ୍ରମ ଆୟୋଜନ ନ କରିବାକୁ କୁହାଯାଇଛି । ସଭା, ବୈଠକ, ସମ୍ମିଳନୀରେ ଲୋକସଂଖ୍ୟା ୫୦୦ ଭିତରେ ସୀମିତ ରଖିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ

ତିର୍ତ୍ତୋଲ,୨୪ା୫(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଗୁଜରାଟର ଅହମ୍ମଦାବାଦ ଫେରନ୍ତା ବୋଲି ବ୍ଲକ ପ୍ରଶାସନ ସୂଚନା ଦେଇଛି।...

ଥମୁନି ସଂକ୍ରମଣ: ପୁଣି ଭୁବନେଶ୍ୱରରେ ଚିହ୍ନଟ ହେଲେ ୩୨ ଆକ୍ରାନ୍ତ; ଅଛି ୧୮ ଲୋକାଲ କେସ୍‌

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ୩୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୪ କ୍ୱାରାଣ୍ଟାଇନ୍‌ ମାମଲା ରହିଥିବା ବେଳେ ୧୮ ଲୋକାଲ କେସ୍‌...

ନିଜ ସଂଖ୍ୟାଲଘୁ ବିରୋଧୀ ନୀତିର ଖୋଲା ଖୋଲି ପ୍ରଦର୍ଶନ କରୁଛନ୍ତି ସରକାର: ଚିଦାମ୍ବରମ…

ନୂଆଦିଲ୍ଲୀ,୪।୨ : କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ ଅଭିଯୋଗ କରିଛନ୍ତି ଯେ ସରକାର ନିଜର ସଂଖ୍ୟାଲଘୁ ବିରୋଧୀ ନୀତିର ଖୋଲାଖୋଲି...

ମହାରାଷ୍ଟ୍ରରେ ୩ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ମୁମ୍ବାଇ,୧୬।୪: ମହାରାଷ୍ଟ୍ରରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୫ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ପୂର୍ବଦିନ ଅପେକ୍ଷା ଏହା ସାମନ୍ୟ କମ ବୋଲି କୁହାଯାଉଛି।...

‘କରୋନା ପ୍ୟାକେଜ୍‌ ନିଷ୍ଠୁର ପରିହାସ’

ନୂଆଦିଲ୍ଲୀ,୨୩ା୫(ପି.ଟି.): ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର କେନ୍ଦ୍ର ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ୨୦ ଲକ୍ଷ କୋଟିର...

ତିନି ଏସ୍ ପ୍ଲାନ କରି ଖେଳିଳେ ଖେଳ: ଜୟରାମ ରମେଶ

ନୂଆଦିଲ୍ଲୀ,୩ ।୩: ଦେଶର ୩ ପୂର୍ବୋତ୍ତର ରାଜ୍ୟରେ ଶେଷ ହୋଇଛି ବିଧାନସଭା ନିର୍ବାଚନ । ନାଗାଲାଣ୍ଡ ଓ ତ୍ରିପୁରାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବହୁମତ ମିଳିଛି...

ବାପାଙ୍କ ପରେ କଂଗ୍ରେସ ନେତାଙ୍କ ଝିଅଙ୍କୁ ଇଡିର ନୋଟିସ୍‌

ନୂଆଦିଲ୍ଲୀ,୧୦।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ବରିଷ୍ଠ କଂଗ୍ରେସ ନେତା ଡି.କେ. ଶିବକୁମାରଙ୍କ ଝିଅଙ୍କୁ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି।...

ରାଜ୍ୟରୁ ସୁସ୍ଥ ହେଲେ ୧୨୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨,୯୫,୧୫୭ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ...

Advertisement
Archives

Model This Week