Posted inଜାତୀୟ

ହିଜାବ ମାମଲାର ଆଜି ଶୁଣାଣି, ବେଙ୍ଗାଲୁରୁ ସମେତ କିଛି ଜିଲାରେ ୧୪୪ଧାରା ଜାରି, ସ୍କୁଲ କଲେଜ ବନ୍ଦ

ବେଙ୍ଗାଲୁରୁ,୧୫ ।୩: ହିଜାବ ବିବାଦକୁ ନେଇ କର୍ନାଟକ ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିବେ । ମୁସଲମାନ ଝିଅମାନେ ସ୍କୁଲ, କଲେଜରେ ହିଜାବ ପିନ୍ଧିବାକୁ ନେଇ କୋର୍ଟରେ ସକାଳ ପ୍ରାୟ ୧୦ଟା ୩୦ ସୁଦ୍ଧା ଶୁଣାଣି କରାଯିବ । ତେବେ ଶୁଣାଣି ପୂର୍ବରୁ ୨୧ ମାର୍ଚ୍ଚ ପର୍ଯ୍ୟନ୍ତ ସମସ୍ତ ସଭା, ଆନ୍ଦୋଳନ, ବିରୋଧ ଅବା ସମାରୋହ ଉପରେ ପ୍ରତିବନ୍ଧକ ଲଗାଇ ଦିଆଯାଇଛି । ଏହି ମାମଲାର ଶୁଣାଣିକୁ ଦୃଷ୍ଟିରେ ରଖି ସୋମବାର ସନ୍ଧ୍ୟା ୮ଟାରୁ ମାର୍ଚ୍ଚ ୧୯ ସକାଳ ୬ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି । ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ୧୫ ମାର୍ଚ୍ଚ ଅଥାତ୍ ମଙ୍ଗଳବାର ବନ୍ଦ ରହିବ । ବେଲଗାମ ଓ ଚିକ୍କବଲ୍ଲାପୁରାେରେ ବି ୧୪୪ଧାରା ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri