Posted inଜାତୀୟ

ପୁଡୁଚେରୀରେ ପହଞ୍ଚିଲା ହିଜାବ ବିବାଦ

ବେଙ୍ଗାଲୁରୁ,୯।୨: କର୍ନାଟକରେ ଆରମ୍ଭ ହୋଇଥିବା ହିଜାବ ବିବାଦ ଏବେ ପୁଡୁଚେରୀରେ ପହଞ୍ଚିଛି। ଏଠାରେ ଜଣେ ଆରିୟାନକପାମର ଏକ ସରକାରୀ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ତାଙ୍କ ସ୍କାର୍ଫ ହଟାଇବାକୁ କୁହାଯାଇଥିଲା। ଏହା ପରେ ଷ୍ଟୁଡେଣ୍ଟ ଫେଡେରେସନ ଅଫ ଇଣ୍ଡିଆ (ଏସ୍‌ଏଫଆଇ)ର ପ୍ରତିନିଧୀ ଥାଣ୍ଟଇ ପେରିୟାର୍‌ ଦ୍ରାବିଡ କାଜଗାମ, ଡିଏମକେ ଅଧିକାରୀମାନେ ବିଦ୍ୟାଳୟରେ ପହଞ୍ଚିଥିଲେ। ଏହାକୁ ବିରୋଧ କରି କିଛି ଲୋକ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ମାମଲା ଫେବୃୟାର ୭ର ବୋଲି ଜଣାପଡିଛି। ସ୍ଥିତିକୁ ଦୃଷ୍ଟିରେ ରଖି ଆର୍ଯ୍ୟନକୁପ୍ପାମ ସରକାରୀ ସ୍କୁଲ ମୁଖ୍ୟଙ୍କୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ବି ଦିଆଯାଇଛି।
ସୂଚନାଯୋଗ୍ୟ, ଗତ ମାସରେ ପ୍ରଥମେ କର୍ନାଟକାର ଉଡୁପି ସ୍ଥିତ ଗାଲର୍‌ସ ପିୟୁ କଲେଜରୁଚ ହିଜାବ ବିବାଦ ଆରମ୍ଭ ହୋଇଥିଲା। ଯେଉଁଠି ୬ ଜଣ ଛାତ୍ରୀ ହିଜାବ ପକାଇ ଆସିଥିବା ବେଳେ ସେମାନଙ୍କୁ କ୍ଲାସ ରୁମରେ ପ୍ରତିବନ୍ଧକ ଲାଗାଯାଇଥିଲା। କଲେଜ ହିଜାବ ପ୍ରତିବନ୍ଧକକୁ ନେଇ ଜଣେ ଯୁବତୀ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri