Posted inଜାତୀୟ

ମଦ୍ରାସାରେ ପୂଜାର୍ଚ୍ଚନା: ୯ ଜଣଙ୍କ ନାମରେ ଥାନାରେ ମାମଲା

ବେଙ୍ଗାଲୁରୁ,୭।୧୦: କର୍ନାଟକର ବିଦର ଜିଲାରେ କିଛି ଲୋକ ମହମ୍ମଦ ଗଓ୍ବାନ ମଦ୍ରାସାରେ ପୂଜାର୍ଚ୍ଚନା କରିବା ଘଟଣାରେ ୯ ଜଣଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ମଦ୍ରାସାରେ ଉତ୍ତ୍ୟକ୍ତ ଲୋକେ ପ୍ରବେଶ କରି ପୂଜା କରିବା ସହ ସ୍ଲୋଗାନ ଦେଉଥିବା ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି।
ମୁସଲମାନ ସମ୍ପ୍ରଦାୟର ଲୋକେ ଏହାକୁ ବିରୋଧ କରି ସ୍ଥାନୀୟ ଟାଉନ ଥାନା ଆଗରେ ବିକ୍ଷୋଭ କରିଥିଲେ। ଏପରି କି ମଦ୍ରାସାରେ ପଶିଥିବା ଲୋକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଏନେଇ ସୟେଦ ମୁଭାଶିର ଅଲି ନାମକ ବ୍ୟକ୍ତି ଥାନାରେ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ପର୍ଯ୍ୟନ୍ତ ବଢ଼ିଲା ମାଗଣା ରାଶନ ଯୋଜନା…

ନୂଆଦିଲ୍ଲୀ, ୨୮।୯ : ମାଗଣା ରାଶନ ଯୋଜନା ପୁଣି ୩ ମାସ ବଢ଼ିଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲା: ସୁପ୍ରିମକୋର୍ଟରେ ପହଞ୍ଚିଲେ ଟିଏମସି ନେତା, ମେ’୨୬ରେ ଶୁଣାଣି

ନୂଆଦିଲ୍ଲୀ,୨୨।୫: ପଶ୍ଚିମବଙ୍ଗର ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଟିଏମସି ନେତା ଅଭିଷେକ ବାନାର୍ଜୀ ସୋମବାର ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଏଥିସହ ଏହି ପ୍ରସଙ୍ଗରେ ଶୀଘ୍ର ଶୁଣାଣି କରିବାକୁ...

ପ୍ରଥମ ରାଉଣ୍ଡ ଫଳାଫଳ: ଦ୍ରୌପଦୀ ମୁର୍ମୁ ଆଗରେ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏଥିପାଇଁ ସକାଳ ୧୧ଟାରୁ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମ ରାଉଣ୍ଡ ଭୋଟ ଗଣନାରେ ଏନଡିଏ ପ୍ରାର୍ଥୀ...

କେତେକ ରୋଗରୁ ରଖେ ଦୂରେଇ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ପିପ୍ପଳୀ ଏକ ଭାଗ ଓ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ...

ବିରୋଧୀ ଦଳ ବୈଠକରେ ଯୋଗଦେବେନି ମମତା

କୋଲକାତା,୨୦।୬: ରାଷ୍ଟ୍ରପତି ନିର୍ବାଚନ ଲାଗି ରଣନୀତି ପ୍ରସ୍ତୁତି ନିମନ୍ତେ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଜୁନ୍‌ ୨୧ରେ ଡାକିଥିବା ମିଳିତ ବିରୋଧୀ ଦଳ ବୈଠକରେ ତୃଣମୂଳ...

ବିହାର ବିଧାନସଭା ନିର୍ବାଚନ: ୫୦ ଆସନରେ ପ୍ରାର୍ଥୀ ଦେବ ଶିବସେନା

ମୁମ୍ବାଇ, ୧୩।୧୦: ଆଗକୁ ବିହାର ବିଧାନସଭା ନିର୍ବାଚନ। ଏଠାରେ ୪୦ରୁ ୫୦ ଆସନରେ ଶିବସେନା ପ୍ରାର୍ଥୀ ଦେବ ବୋଲି ଯୋଜନା କରିଛନ୍ତି। ଏନେଇ ଶିବସେନା ପକ୍ଷରୁ...

୪ ବର୍ଷ ଶିଶୁର କାନ୍ଦ ସହି ନ ପାରି ଜେଲ୍‌ରେ ବନ୍ଦ ଥିବା ମା’ ସହ ରାତିରେ ଭେଟ କରାଇଲେ ପ୍ରଶାସନ

ସାଗର,୩୦।୧: ମଧ୍ୟପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଲ୍‌ରେ ବନ୍ଦ ଥିବା ମା’କୁ ଦେଖିବା ପାଇଁ ୪ ବର୍ଷର ଶିଶୁ ରାତିରେ ରାହା ଧରି କାନ୍ଦିଥିଲା।...

ପରିବାରରୁ ଜଣକୁ ଚାକିରି: ଯୋଗୀ

ଲକ୍ଷ୍ନୌ,୪।୮: ଉତ୍ତରପ୍ରଦେଶରେ ପ୍ରତି ପରିବାରରୁ ଅନୂ୍ୟନ ଜଣକୁ ନିଶ୍ଚୟ ସରକାରୀ ଚାକିରି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଏକ...

Advertisement
Archives

Model This Week