Posted inଜାତୀୟ

ହିଜାବ ପିନ୍ଧିଥିବା ଶିକ୍ଷୟତ୍ରୀଙ୍କୁ ପରୀକ୍ଷା ଡ୍ୟୁଟି ମନା

ବେଙ୍ଗାଲୁରୁ,୪।୪:କର୍ନାଟକରେ ହିଜାବ ପିନ୍ଧିଥିବା ଶିକ୍ଷୟତ୍ରୀଙ୍କୁ ପରୀକ୍ଷା ଡ୍ୟୁଟିରୁ ବାଦ୍‌ ଦିଆଯିବ ବୋଲି କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ହିଜାବ ପିନ୍ଧିଥିବା ସ୍କୁଲ ଏବଂ କଲେଜ ଶିକ୍ଷୟତ୍ରୀମାନଙ୍କୁ ପ୍ରି-ୟୁନିଭରସିଟି (ପିୟୁ) ପରୀକ୍ଷା ଡ୍ୟୁଟିିରେ ରଖାଯିବ ନାହିଁ। ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ମନ୍ତ୍ରୀ ବିସି ନାଗେଶ ନିଶ୍ଚିତ କରିଛନ୍ତି ଯେ, ସରକାରୀ କର୍ମଚାରୀଙ୍କ ପାଇଁ କୌଣସି ଡ୍ରେସ କୋଡ ନାହିଁ। ଛାତ୍ରୀଛାତ୍ରଙ୍କ ପାଇଁ ପରୀକ୍ଷା ହଲ ଭିତରେ ହିଜାବ ଅନୁମତି ନାହିଁ। ହିଜାବ ପିନ୍ଧିବାକୁ ଜିଦ ଧରିଥିବା ଶିକ୍ଷୟତ୍ରୀମାନଙ୍କୁ ନ ପିନ୍ଧିବା ପାଇଁ ଆମେ ବାଧ୍ୟ କରିପାରିବୁ ନାହିଁ। ଏହିପରି ଶିକ୍ଷୟତ୍ରୀମାନଙ୍କୁ ପରୀକ୍ଷା ଡ୍ୟୁଟିରୁ ବାଦ୍‌ ଦେବାକୁ ନିଷ୍ପତ୍ତି ନିଆଯାଇଛି।
ସୂଚନାଯୋଗ୍ୟ, କର୍ନାଟକରେ ଏବେ ଏସଏସଏଲସି ପରୀକ୍ଷା ଚାଲିଛି ଏବଂ ଏପ୍ରିଲ ମଧ୍ୟଭାଗରେ ଶେଷ ହେବ ଏବଂ ପ୍ରି-ୟୁନିଭରସିଟି (ପିୟୁ) ପରୀକ୍ଷା ଏହି ମାସ ଶେଷରେ ଆରମ୍ଭ ହେବ। ଗତ ସପ୍ତାହରେ, ମହୀଶୁର ଜିଲାର ଏସଏସଏଲସି ପରୀକ୍ଷା ଯାଞ୍ଚ କାର୍ଯ୍ୟ ପାଇଁ ପ୍ରସ୍ତୁତ ଜଣେ ଶିକ୍ଷୟତ୍ରୀଙ୍କୁ ହିଜାବ ପିନ୍ଧିବାକୁ ଜିଦ କରିବା ପରେ ତାଙ୍କୁ ଡ୍ୟୁଟିରୁ ହଟାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାକ୍ସିନ୍‌ ନେଲେ ୨ ବର୍ଷ ମଧ୍ୟରେ ହେବ ମୃତ୍ୟୁ: ଭାଇରାଲ ଟୁଇଟ୍‌ ସତ କି ମିଛ, ପିଆଇବି ଦେଲା ସୂଚନା…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

କରୋନାକୁ ନେଇ ଅନ୍ଧବିଶ୍ୱାସ: ଭୂତାଣୁ ହଟାଇବା ପାଇଁ ମହିଳାଙ୍କ ପୂଜାର୍ଚ୍ଚନା

ପାଟନା,୩।୬: ସମଗ୍ର ବିଶ୍ୱ କରୋନା ସହ ଲଢୁଛି। ୧୦୦ରୁ ଅଧିକ ଦେଶ ଏହି ମହାମାରୀ ପାଇଁ ଟୀକା ଖୋଜିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ କରୋନାକୁ ନେଇ...

ସେପ୍ଟେମ୍ବର ୨୩ରେ ପୁଣି ଆକ୍ଟିଭ ହୋଇପାରେ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର୍‌, ରୋଭର

ନୂଆଦିଲ୍ଲୀ,୨୧।୯: ଇସ୍ରୋର ଚନ୍ଦ୍ରୟାନ-୩ ମିଶନ ସଫଳତାର ସହିତ ଶେଷହୋଇଛି, କିନ୍ତୁ ଖବର ଆସୁଛି ଯେ ଏହି ମିଶନ ବର୍ତ୍ତମାନ ପୁଣି ଆରମ୍ଭ ହୋଇପାରେ। ଇସ୍ରୋର ସ୍ପେସ...

ଖାଲିସ୍ତାନ ସମର୍ଥକଙ୍କ ଧମକ ମଧ୍ୟରେ ଆଜି ବ୍ରିଟେନର ଏନଏସଏଙ୍କୁ ଭେଟିବେ ଅଜିତ ଡୋଭାଲ

ନୂଆଦିଲ୍ଲୀ,୭।୭: ଲଣ୍ଡନରେ ଭାରତୀୟ କୂଟନୀତିଜ୍ଞମାନଙ୍କୁ ଖାଲିସ୍ତାନ ସମର୍ଥକମାନେ ଧମକ ଦେବା ମଧ୍ୟରେ ବ୍ରିଟେନର ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନଏସଏ) ଟିମ ବାରୋ ଭାରତ ଆସୁଛନ୍ତ। ଟିମ ବାରୋ...

କାହିଁକି ଆଶିଷଙ୍କ ଜାମିନ ଖାରଜ ନହେବ, ଉତ୍ତରପ୍ରଦେଶ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧୬।୩ : ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ କେନ୍ଦ୍ରୀୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ବିରୋଧରେ ପୀଡ଼ିତ ଚାଷୀ...

ବିଧାନସଭାରେ ସିବିଆଇ ତଦନ୍ତ ଦାବି

ମୁମ୍ବାଇ,୪।୮:ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାକୁ ନେଇ ବାଦବିବାଦ ଲାଗିଥିବାବେଳେ ମୁମ୍ବାଇ ପୋଲିସ ସୋମବାର ରହସ୍ୟ ଖୋଲିଛି। ଆତ୍ମହତ୍ୟା ପୂର୍ବରୁ ସୁଶାନ୍ତ ମାନସିକ ଭାବେ ଚାପଗ୍ରସ୍ତ...

ବିବାହ ସମୟରେ ପହଞ୍ଚିଲେ ପ୍ରେମିକା: ୨ଶହ ବରଯାତ୍ରୀ ସହ ବରଙ୍କୁ ଅଟକ ରଖିଲେ କନ୍ୟାପକ୍ଷ

ଭୋପାଳ,୧୧।୭: ଉତ୍ତରପ୍ରଦେଶରେ ଏକ ବିବାହ ଉତ୍ସବରେ ଅଘଟଣ ଘଟିଥିବା ପଦାକୁ ଆସିଛି। ବର ବିବାହ ହେବାକୁ ଯାଇଥିବା ବେଳେ କନ୍ୟାପକ୍ଷ ବରଯାତ୍ରୀଙ୍କୁ ଅଟକ ରଖିଥିବା ଘଟଣା...

କରୋନାରେ ମୃତ ମହିଳାଙ୍କ ହାତରୁ ସୁନା ଚୁଡି କାଢି ନେଇଗଲେ ଚୋର, ଆଉ ତା’ପରେ

କୋଏମ୍ବାଟୁର,୫।୮: ତାମିଲନାଡୁର କୋଏମ୍ବାଟୁରରେ ଏକ ଅଭାବନୀୟ ଘଟଣା ଘଟିଛି। କରୋନା ରୋଗରେ ମୃତ ମହିଳାଙ୍କ ହାତରୁ ସୁନା ଚୁଡି କାଢି ନେଇଯାଇଛନ୍ତି ଚୋର। ଗତ ସୋମବାର...

Advertisement
Archives

Model This Week