Posted inଜାତୀୟ

କର୍ନାଟକରେ ଚାଞ୍ଚଲ୍ୟ: ୧୦ ସ୍ଥାନରୁ ମିଳିଲା ମହିଳାଙ୍କ କଟାମୁଣ୍ଡ

ବେଙ୍ଗାଲୁରୁ,୯ା୮: କର୍ନାଟକର ତୁମକୁର ଜିଲା ଅନ୍ତର୍ଗତ ୧୦ଟି ସ୍ଥାନରୁ ଜଣେ ମହିଳାଙ୍କ ଶରୀରର ବିଭିନ୍ନ ଅଙ୍ଗ ମିଳିବା ଘଟଣା ଆତଙ୍କ ଖେଳାଇ ଦେଇଛି। ଗତ ଗୁରୁବାର କୁକୁର ଏକ କଟା ହାତକୁ ରାସ୍ତାକୁ ଘୋଷାଡ଼ି ଆଣିବା ଦେଖି ଲୋକେ ଭୟଭୀତ ହୋଇଯାଇଥିଲେ।

ଏହାର ଗୋଟିଏ କିଲୋମିଟର ଦୂରରେ ଆଉ ଏକ ହାତ ମିଳିଥିଲା। ଏହିପରି ୧୦ଟି ବିଭିନ୍ନ ସ୍ଥାନରୁ ମହିଳାଙ୍କ ମୁଣ୍ଡ ଓ ଶରୀରର ଅନ୍ୟାନ୍ୟ ଅଙ୍ଗ ମିଳିଥିଲା। ଏହ ଜଘନ୍ୟ ହତ୍ୟାକାଣ୍ଡ ପଛର ଉଦ୍ଦେଶ୍ୟ ଜଣାପଡ଼ି ନ ଥିବାବେଳେ ହତ୍ୟାକାରୀଙ୍କୁ ମଧ୍ୟ ଚିହ୍ନଟ କରାଯାଇ ନାହିଁ। ହାତର ଟାଟୁ ଓ ମୁହଁର ବିଶେଷତାକୁ ଆଧାର କରି ପୋଲିସ ମୃତକଙ୍କୁ ତୁମାକୁର ତାଲୁକ୍‌ ଅନ୍ତର୍ଗତ ବେଲ୍ଲାଭି ଗ୍ରାମର ଲକ୍ଷ୍ମୀଦେବାମ୍ମା(୪୨) ବୋଲି ଚିହ୍ନଟ କରିଛି।

ସେ ଗତ ୪ ତାରିଖରୁ ନିଖୋଜ ଥିବାନେଇ ତାଙ୍କ ସ୍ବାମୀ ବାସବରାଜୁ ବେଲ୍ଲାଭି ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣା ୨୦୨୨ର ଶ୍ରଦ୍ଧା ଓ୍ବାଲ୍‌କର ମାମଲାକୁ ମନେ ପକାଇ ଦେଉଛି। ୨୭ ବର୍ଷୀୟ ଶ୍ରଦ୍ଧାଙ୍କୁ ତାଙ୍କ ଲିଭ୍‌ ଇନ୍‌ ପାର୍ଟନର ହତ୍ୟା କରିବା ପରେ ଶରୀରକୁ ଖଣ୍ଡ ଖଣ୍ଡ କରି ଦିଲ୍ଲୀର ଜଙ୍ଗଲ ମଧ୍ୟରେ ବିଭିନ୍ନ ସ୍ଥାନରେ ଫିଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ରବିବାର ଛୁଟି ବାତିଲ! ବଜେଟ ସହିତ ଖୋଲିବ ଶେୟାର ବଜାର

ନୂଆଦିଲ୍ଲୀ,୧।୨: ରବିବାର ଦେଶର ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଏହା ରବିବାର। ସାଧାରଣତଃ, ଶନିବାର ଏବଂ ରବିବାର ଷ୍ଟକ ବଜାର ବନ୍ଦ ରହିଥାଏ, କିନ୍ତୁ ଏହି…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

Union Budget 2026: ଆଜି କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୧।୨(ପି.ଟି.): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହା ତାଙ୍କର କ୍ରମାଗତ ୯ମ ବଜେଟ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri