Posted inଜାତୀୟ

ସମ୍ବର ପାଇଁ ମା’, ଭଉଣୀଙ୍କୁ ହତ୍ୟା

ବେଙ୍ଗାଲୁରୁ,୧୫।୧୦: ଘରେ ତିଆରି ସମ୍ବର ସୁଆଦିଆ ନ ଲାଗିବାରୁ ଜଣେ ଯୁବକ ତାଙ୍କ ମା’ ଓ ଭଉଣୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଏଭଳି ଲୋମ ହର୍ଷଣକାରୀ ଘଟଣା ଘଟିଛି କର୍ନାଟକର ଉତ୍ତାରା କନ୍ନଡ ଜିଲାରେ।

ହତ୍ୟାକାଣ୍ଡ ବୁଧବାର ଘଟିଥିବା ବେଳେ ଅଭିଯୁକ୍ତ ମଞ୍ଜୁନାଥ ହାସ୍ଲାର (୨୪)ଙ୍କୁ ଗୁରୁବାର ଗିରଫ କରାଯାଇଛି। ଦୁଇ ମୃତକ ହେଲେ ଅଭିଯୁକ୍ତଙ୍କ ମା’ ପାର୍ବତୀ ନାରାୟଣ ହାସ୍ଲାର (୪୨) ଓ ଭଉଣୀ ରାମ୍ୟା (୧୯)।

ମଞ୍ଜୁନାଥ ଜଣେ ନିଶାଶକ୍ତ ବ୍ୟକ୍ତି ଭାବେ ଜଣାଶୁଣା। ମା’ ପ୍ରସ୍ତୁତ କରିଥିବା ସମ୍ବର ତାଙ୍କୁ ପସନ୍ଦ ଆସି ନ ଥିଲା। ଏଥିଯୋଗୁ ସେ ଯୁକ୍ତି କରିଥିଲେ। ଯୁକ୍ତି ବେଳେ ମା’ଙ୍କୁ ପଚାରିଥିଲେ ରାମ୍ୟାଙ୍କ ପାଇଁ କାହିଁକି ମୋବାଇଲ କିଣା ହେଉଛି? ଏଥିରେ ମୁଣ୍ଡ ଖେଳାଇବାର ଆବଶ୍ୟକତା ନାହିଁ ବୋଲି ମଞ୍ଜୁନାଥଙ୍କୁ ସଫା ସଫା କହି ଦେଇଥିଲେ ପାର୍ବତୀ। ଉତ୍ତ୍ୟକ୍ତ ହୋଇ ଦେଶୀ ବନ୍ଧୁକରେ ସେ ଦୁହିଁଙ୍କୁ ଗୁଳି କରି ହତ୍ୟା କରିଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି ।  ଖବର ପାଇ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri