Posted inଜାତୀୟ

କର୍ଣ୍ଣାଟକର ଅବସରପ୍ରାପ୍ତ ଡିଜିପିଙ୍କ ମୃତ୍ୟୁ, ସନ୍ଦେହ ଘେରରେ ପତ୍ନୀଙ୍କ ଭୂମିକା

ବେଙ୍ଗାଲୁରୁ,୨୦ା୪: କର୍ଣ୍ଣାଟକର ପୂର୍ବତନ ପୋଲିସ ମୁଖ୍ୟ ଓମ୍ ପ୍ରକାଶଙ୍କ ମୃତଦେହ ରବିବାର ତାଙ୍କ ବେଙ୍ଗାଲୁରୁ ସ୍ଥିତ ବାସଭବନରୁ ମିଳିଛି। ତାଙ୍କୁ ୬୮ ବର୍ଷ ହୋଇଥିଲା। ଯେଉଁ ଘରେ ତାଙ୍କ ମୃତଦେହ ମିଳିଥିଲା ସେଠାରେ ଚାରିଆଡ଼େ ରକ୍ତ ପଡ଼ିଥିବା ପୋଲିସ କହିଛି।

ପୋଲିସ କହିଛି ଯେ ପୂର୍ବତନ ବରିଷ୍ଠ ପୁଲିସ କର୍ମଚାରୀଙ୍କ ପତ୍ନୀ ପଲ୍ଲବୀ ମୃତଦେହ ବିଷୟରେ ସୂଚନା ଦେଇଥିଲେ। ପୁଲିସ ପଲ୍ଲବୀ ଓ ତାଙ୍କ ଝିଅଙ୍କୁ ପଚରାଉଚରା ଆରମ୍ଭ କରିଛି।

ସେ ବେଙ୍ଗାଲୁରୁର ଏଚ୍ଏସ୍ଆର୍ ଲେଆଉଟ୍ରେ ଥିବା ତାଙ୍କ ତିନି ମହଲା ଘରର ତଳ ମହଲାରେ ରହୁଥିଲେ।ଏଥିରେ ପରିବାରର ଜଣେ ସଦସ୍ୟଙ୍କ ସମ୍ପୃକ୍ତି ଥିବା ପୁଲିସ ସନ୍ଦେହ କରୁଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

ଓମ୍ ପ୍ରକାଶ ୧୯୮୧ ବ୍ୟାଚ୍ ର ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀ ଥିଲେ। ୨୦୧୫ ମାର୍ଚ୍ଚରେ ତାଙ୍କୁ ପୁଲିସ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିଲା। ଏହା ପୂର୍ବରୁ ସେ ଅଗ୍ନିଶମ ଓ ଜରୁରୀକାଳୀନ ସେବା ଏବଂ ହୋମଗାର୍ଡର ମଧ୍ୟ ନେତୃତ୍ୱ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଆମେରିକା-ଇରାନ ମଧ୍ୟରେ କିପରି ଯୁଦ୍ଧବିରତି କରାଇଲା ଚାଇନା, ସାମ୍ନାକୁ ଆସିଲା ସେହି ୨୬ ଫୋନ କଲ୍‌ର ରହସ୍ୟ

ବେଜିଂ,୯।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିବା ପାଇଁ ନିଜକୁ ପିଠି ଥାପୁଡ଼ାଉଛି, କିନ୍ତୁ ଏହାକୁ ହାସଲ କରିବାରେ…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri