ପୁଣି ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ପୁରୀ, ବାଲେଶ୍ୱର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରନ୍ତ ଆଖି ବୁଜିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri