ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୩ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ପୁରୀ, ଓ ମୟୂରଭଞ୍ଜ ଜିଲାରୁ ୨ ଜଣ ଲେଖାଏ ଥିବା ବେଳେ କଟକ, ଗଞ୍ଜାମ, ଜଗତ୍‌ସିଂହପୁର କନ୍ଧମାଳ ଓ ରାୟଗଡାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?