ସମ୍ବଲପୁରରେ କଟକଣା ନ ମାନିଲେ ଜରିମାନା

ସମ୍ବଲପୁର,୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲାରେ କଟକଣା କଡାକଡି କରାଯାଇଛି। ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ବୁଧବାର ମାସ୍କ ଚେକିଂ କରାଯାଇଥିଲା। ଏହାସହ ଦୋକାନବଜାରରେ ପୋଲିସ ଲୋକମାନଙ୍କୁ ସାମାଜିକ ଦୂରତା ରକ୍ଷା କରି କିଣାବିକା କରିବାକୁ ଅନୁରୋଧ କରିଥିଲା। କେକେତ ସ୍ଥାନରେ ଏହାକୁ ନେଇ ଅପ୍ରୀତିକର ପରିସ୍ଥିତ ସୃଷ୍ଟି ହୋଇଥିଲା। ସମ୍ବଲପୁର ଏସ୍‌ପି ବାତୁଲା ଗଙ୍ଗାଧର କହିଛନ୍ତି, ଲୋକଙ୍କ ସୁରକ୍ଷା ପାଇଁ ସରକାର କଟକଣା ଜାରି କରିଛନ୍ତି। ଏହାକୁ ସମସ୍ତେ ମାନିବା ଆବଶ୍ୟକ। ପ୍ରାୟ ୧୫ରୁ ୨୦ ଦିନ ପର୍ଯ୍ୟନ୍ତ ପୋଲିସ ଯାଞ୍ଚ ପ୍ରକ୍ରିୟା କଡାକଡି ହେବା। ମାସ୍କ ନ ପିନ୍ଧିଲେ ଲୋକଙ୍କୁ ଜରିମାନା ଦେବାକୁ ପଡିବ। ଏହା ସହ ଦୋକାନ ବଜାର ଓ ବ୍ୟବସାୟ ସ୍ଥଳରେ କର୍ମଚାରୀ ଓ ଗ୍ରାହକଙ୍କୁ ସାମାଜିକ ଦୂରତା ପାଳନ କରିବାକୁ ହେବ। ଏଥିରେ ବ୍ୟତିକ୍ରମ ହେଲେ ଜରିମାନା ଅଦାୟ ସହ ଆବଶ୍ୟକ ପଡିଲେ ଦୋକାନ ସିଲ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଅନ୍‌ଲାଇନ ପେନ୍‌ସନ ଅଦାଲତ

ଭୁବନେଶ୍ୱର,୮ା୪(ବ୍ୟୁରୋ): ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ପେନ୍‌ସନ ସମ୍ବନ୍ଧିତ ଅଭିଯୋଗର ତ୍ୱରିତ ବିଚାର ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପେନ୍‌ସନ ଅଦାଲତର ବ୍ୟବସ୍ଥା କରିଛନ୍ତି। କୋଭିଡ୍‌...

ପୁଅ ହତ୍ୟାକାରୀଙ୍କୁ ଗିରଫ ଦାବି ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ମା’

ଛତ୍ରପୁର,୨୦ା୮(ଡି.ଏନ.ଏ)-କବିସୂର୍ଯ୍ୟନଗର ଥାନା ଆଠଗଡପାଟଣା ଗ୍ରାମର ଶୋଭା ସେଠୀ ସୋମବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଆସି ତାଙ୍କ ସାନପୁଅର ହତ୍ୟାକାରୀଙ୍କୁ ଗିରଫ କରିବା ପାଇଁ ଦାବି...

କ୍ବାରାଣ୍ଟାଇନ କେନ୍ଦ୍ରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଦାବି

ଭଣ୍ଡାରିପୋଖରୀ,୩୦।୪ (ଡି.ଏନ.ଏ.)-ବାହାର ରାଜ୍ୟରେ କର୍ମଜୀବୀ ଭାବେ ବାସ କରୁଥିବା ଲୋକ ମାନେ ଘରବହୁଡା ହୋଇ ଓଡିଶାକୁ ଆସୁଛନ୍ତି ସେମାନଙ୍କ ପାଇଁ ୧୪ ଦିନିଆ କ୍ବାରାଣ୍ଟାଇନ ବ୍ୟବସ୍ଥା...

ରାଶନ ପାଇଁ ଆଧାର ବାଧ୍ୟତାମୂଳକ: ସବୁ ପିଡିଏସ୍‌ରୁ ନେଇପାରିବେ ଖାଦ୍ୟ ସାମଗ୍ରୀ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରଜାତୀୟ ଖାଦ୍ୟ ନିରାପତ୍ତା ଯୋଜନା ଏବଂ ରାଜ୍ୟ ଖାଦ୍ୟ ନିରାପତ୍ତା ସ୍କିମ୍‌ ହିତାଧିକାରୀମାନେ ଏଣିକି ରାଜ୍ୟର ଯେକୌଣସି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ର(ପିଡିଏସ୍‌)ରୁ ଚାଉଳ,...

୭୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚନ୍ଦନ କାଠ ଜବତ: ୩ ଗିରଫ

କଟକ ଅଫିସ,୪ା୧୨: କଟକ ଜିଲା ଟାଙ୍ଗୀ ପୋଲିସ ଷ୍ଟେଶନ ଅଧୀନ ଦଳଯୋଡି ଜଙ୍ଗଲରୁ ଶୁକ୍ରବାର ଲକ୍ଷାଧିକ ଟଙ୍କାର ଚୋରା ଚନ୍ଦନ କାଠ ଜବତ ହୋଇଥିବା ଜଣାପଡ଼ିଛି।...

ଗଞ୍ଜାମ ଜିଲାକୁ ବନ୍ଦ ହେଲା ଟ୍ରେନ୍‌ ସେବା

ଭୁବନେଶ୍ୱର, ୮ା୭(ବ୍ୟୁରୋ)-ଗଞ୍ଜାମରେ କୋଭିଡ-୧୯ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଜିଲାରେ ଟ୍ରେନ୍‌ ସେବାକୁ ବନ୍ଦ କରାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାର ସମସ୍ତ ଷ୍ଟେସନ...

ବେଣୁବାବା ମଠ ମହନ୍ତଙ୍କ ଦେହାନ୍ତ

ବରଗଡ଼ ଅଫିସ୍‌,୨୫।୪ ବରଗଡ଼ ଜୀରନଦୀ କୂଳ ଅମ୍ବାପାଲିରେ ରହିଥିବା ବେଣୁବାବା ମଠର ମହନ୍ତ ହରିଚରଣ ଦାସଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ...

ଆତଙ୍କ ଖେଳାଉଛନ୍ତି ଝାଡ଼ଖଣ୍ଡ ହାତୀ

ସଜନାଗଡ଼, ୧୭ା୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କୁଲଡିହା ପାଦଦେଶରେ ଥିବା ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୨୮ ଝାଡ଼ଖଣ୍ଡ ହାତୀ ଓ ୫ ଛୁଆ ହାତୀ...

Advertisement

BGU

Archives

Model This Week

Why Dharitri