ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି। ଏହି ୩୭ ମୃତକଙ୍କ ମଧ୍ୟରୁ ଅନୁଗୋଳରୁ ୫ ଜଣ ଥିବା ବେଳେ କଟକ ଓ କଳାହାଣ୍ଡିରୁ ୪ ଜଣ ଲେଖାଏ ରହିଛନ୍ତି। ଝାରସୁଗୁ ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ ଥ ପ୍ରାଣ ହରାଇ ଥିବା ବେଳେ କେନ୍ଦ୍ରାପଡ଼ା ନୂଆପଡ଼ା ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲାରୁ ୨ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର, ଗଜପତି, ଗଞ୍ଜାମ ଓ କୋରାପୁଟରୁ ଜଣେ ଲେଖାଏପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟରେ ୪ ଜିଲା ସମେତ ରାଉରକେଲା ମ୍ୟୁନିସପାଲଟି ସପ୍ତାହାନ୍ତ ଶଟଡାଉନ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟ ସରକାର ଅଗଷ୍ଟ ମାସରେ ୪ଟି ଜିଲା ଓ ଗୋଟିଏ ମ୍ୟୁନିସପାଲଟିରେ ସାପ୍ତାହିକ ଶଟଡାଉନ ଘୋଷଣା କରିଛନ୍ତି। ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କଟକ ଓ ରାଉରକେଲା...

ବଢୁଛି ଜଳକା ନଦୀର ପାଣି

ବାଲେଶ୍ୱର ଅଫିସ,୮ା୯: ବାଲେଶ୍ୱର ଜିଲାର ପ୍ରଭାବିତ ଜଳକା ନଦୀର ଜଳସ୍ତର ବଢ଼ିବାର ଲାଗିଛି। ଗତ କିଛି ଦିନ ହେବ ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗି...

ଫସଲ ବୀମାକୁ ନେଇ ଟଣାଓଟରା

ଭୁବନେଶ୍ବର, ୧୭ା୧୧(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କୃଷକ ସଙ୍ଗଠନର ଅନୁରୋଧକ୍ରମେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଭେଟି ରାଜ୍ୟର ଚାଷୀଙ୍କ ବୀମାରାଶି ସମେତ ବିଭିନ୍ନ...

ସାଇକେଲ ଚଢି ଅଫିସ୍‌ ଆସିଲେ ବିଏମ୍‌ସି, ବିଡିଏ କର୍ମଚାରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଭୁବନେଶ୍ୱର ସହରରେ ବୃଦ୍ଧି ପାଉଥିବା ପରିବେଶ ପ୍ରଦୂଷଣକୁ ରୋକିବା ପାଇଁ ଭୁବନେଶ୍ୱର ସ୍ମାର୍ଟସିଟି ଲିଃ(ବିଏସସିଏଲ) କର୍ତ୍ତୃପକ୍ଷ ଅଭିନବ ପଦକ୍ଷେପ ନେଇଛନ୍ତି। ପରିବେଶ ପ୍ରଦୂଷଣ ହ୍ରାସ...

ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଲେ ପ୍ରତୀକ ସିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ଆଇପିଏସ୍‌ ପ୍ରତୀକ ସିଂ। ୨୦୧୪ ବ୍ୟାଚ୍‌ର ଆଇପିଏସ ପ୍ରତୀକ ସିଂଙ୍କୁ ଡିସିପି ଅଫିସରେ ଅତିରିକ୍ତ ଡିସିପି, ଏସିପି...

ଟ୍ରକ୍‌-ତୀର୍ଥଯାତ୍ରୀ ବସ୍‌ ଧକ୍କା: ୨୦ ଆହତ, ୨ ଗୁରୁତର

ଭଦ୍ରକ ଅଫିସ,୧୧।୨: କୋଲକାତାରୁ ପୁରୀ ଆସୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି। ୧୬ ନମ୍ବର...

ଏୟାରଲିଫ୍ଟ ହେଲେ ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରୁ ୧୧ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି। କୋଷ୍ଟଗାର୍ଡର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ...

ବ୍ୟାପିପାରେ ଘାତକ ଲମ୍ପି ସ୍କିନ୍‌ ରୋଗ; ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୧୭।୯(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କାୟା ବିସ୍ତାର କରିଥିବା ଘାତକ ଲମ୍ପି ସ୍କିନ(ଚର୍ମ ବିଣ୍ଡି) ରୋଗ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାରଠାରୁ...

Advertisement
Archives

Model This Week