ଡରାଉଛି କରୋନା: କୋଭିଡରେ ଆଖି ବୁଜିଲେ ଯୋଦ୍ଧା

ବଲାଙ୍ଗୀର ଅଫିସ,୫।୫: ବଲାଙ୍ଗୀର ଜିଲା ଚୁଡାପାଲି ହସ୍ପିଟାଲରେ ଦୀର୍ଘ ୩୦ ବର୍ଷ ଧରି କାର୍ଯ୍ୟ କରି ଲୋକପ୍ରିୟତା ହାସଲ କରିଥିବା କୋଭିଡ ଯୋଦ୍ଧା ଫାର୍ମାସିଷ୍ଟ ଦିବାକର ପରିଡ଼ାଙ୍କ ମଙ୍ଗଳବାର ପରୋଲୋକ ଘଟଇଛି। ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପରଲୋକ ହୋଇଛି। ସେ କିଛି ଦିନ ତଳେ ସେବାରତ ଥିବାବେଳେ କୋଭିଡ ସଂକ୍ରମିତ ଚିହ୍ନଟ ହୋଇ ଚିକିତ୍ସିତ ହେଉଥିଲେ । ତାଙ୍କ ମୃତ୍ୟୁରେ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରାଣା, ସିଡିଏମଓ ଡା ଭୀମ ସାହୁ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଳକୁ କରତାଳ ଦେଉନି ତାଳ

ବଅଁରପାଳ, ୧୮ା୮ ଗଁ। ସଂସ୍କୃତିରେ ଧର୍ମୀୟ ପ୍ରଲେପ ଦିଏ ସଂକୀର୍ତ୍ତନ। ଏକ ପବିତ୍ର ଧାରା ସୃଷ୍ଟି କରେ ମଣିଷ ମନରେ। ଭାଇଚାରା ଓ ଏକତାର ବନ୍ଧନକୁ...

ପ୍ରେମ ବିବାହକୁ ବିରୋଧ କରିବାରୁ ବଡ଼ଭାଇଙ୍କୁ ପିଟି ପିଟି ହତ୍ୟା କଲେ ୨ ସାନ ଭାଇ

ଟେନ୍‌ସା,୧୧ା୭: ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅଧୀନ ବନ୍ଦଲ ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇଙ୍କୁ ବାଡ଼ିରେ ପିଟି ୨ ସାନ ଭାଇ ହତ୍ୟା...

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଚିତ୍ରଡା,୧୦ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ...

ଦୁର୍ଗାପୂଜା ପାଇଁ ମୁତୟନ ହେବେ ୨୩୦ ପ୍ଲାଟୁନ୍‌ ଫୋର୍ସ

କଟକ ଅଫିସ,୧ା୧୦: ଚଳିତବର୍ଷ ଦୁର୍ଗାପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଓ ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରତି ଜିଲାର...

ଗ୍ୟାରେଜ ଭିତରକୁ ପଶିଗଲା ଟ୍ରକ୍‌, ଚାଳକ ଗୁରୁତର

ପାଟଣା,୨ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ନିହ୍ନୁଆ ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ...

୫ ଟପ୍‌ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୨୮।୮(ଡି.ଏନ୍‌.ଏ.): ଶୁକ୍ରବାର ଛତିଶଗଡ଼ ଓ ତେଲଙ୍ଗାନା ରାଜ୍ୟରେ ୫ ଟପ୍‌ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବୁଦୁରା ସୋଡି, ମନକି ଆଲାମୀ,...

ବେଆଇନ ଜମିରେ ନିର୍ମିତ ହୋଇଛି ନବୀନ ନିବାସ

ବ୍ରହ୍ମପୁର ଅଫିସ୍‌,୨୯ା୪-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସସ୍ଥାନ ନବୀନ ନିବାସ ଜମିକୁ ନେଇ ବିବାଦ ଦେଖାଦେଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ...

ବିକାଶ ଦେଖୁଛି ପୁଟିପାଳ

ଢେଙ୍କାନାଳ ଅଫିସ, ୧୦।୭: ଜୁଆଙ୍ଗ ଗାଁରେ ପଡ଼ିଛି ବିକାଶର କିରଣ। ଉଦୟ ହୋଇଛି ଅନ୍ଧାରରେ ବୁଡ଼ିଥିବା ଆଦିବାସୀ ପଡ଼ାର ଭାଗ୍ୟ। ପ୍ରଶାସନର ଶୁଭଦୃଷ୍ଟି ପଡ଼ିବା ପରେ...

Advertisement
Archives

Model This Week