କରୋନା: କିପରି ରହିବେ ସଜାଗ

ଏବେ ପୁଣି କରୋନା ତାହାର କାୟା ବିସ୍ତାର କଲାଣି। ଯଦିଓ ଆମ ଦେଶରେ ଏଥିରୁ ରକ୍ଷା ପାଇବା ପାଇଁ ଟିକାଦାନ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ତଥାପି ଏବେ କରୋନାର ଦ୍ୱିତୀୟ ଲହର ପୁଣି ଥରେ ସତର୍କ ହେବାକୁ ବାଧ୍ୟ କରିଛି। ତେଣୁ ବାହାରକୁ ଯାଉଥିଲେ ମାସ୍କ ପିନ୍ଧନ୍ତୁ। ଅନ୍ୟମାନଙ୍କଠାରୁ ସାମାଜିକ ଦୂରତା ଅବଲମ୍ବନ କରନ୍ତୁ। ବାହାର ଖାଦ୍ୟ ଖାଆନ୍ତୁ ନାହିଁ। ଅପରିଷ୍କାର ହାତରେ ପାଟି, ଆଖି କିମ୍ବା ନାକକୁ ଛୁଅନ୍ତୁ ନାହିଁ। ହାତକୁ ସବୁବେଳେ ପରିଷ୍କାର ରଖନ୍ତୁ। ଖାଇବା ପୂର୍ବରୁ ଭଲ ଭାବରେ ହାତ ଧୁଅନ୍ତୁ। ଯଦି ଆପଣ ଅସୁସ୍ଥ ଅନୁଭବ କରୁଛନ୍ତି ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହୁଅନ୍ତୁ। କରୋନାର ନୂଆ ଷ୍ଟ୍ରେନ୍‌ ବିଷୟରେ ଭଲ ଭାବରେ ଅବଗତ ହୁଅନ୍ତୁ। ଏ ନେଇ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଗାଇଡ୍‌ ଲାଇନ ଅନୁସରଣ କରନ୍ତୁ। କରୋନାଜନିତ କୌଣସି ଲକ୍ଷଣ ଦେଖାଦେଲେ ବିଳମ୍ବ ନ କରି କରୋନା ଟେଷ୍ଟ କରାଇବା ସହ ଚିକିତ୍ସିତ ହୁଅନ୍ତୁ।

 

ଅସନ୍ତୁଳିତ ଜୀବନଶୈଳୀ ନିୟନ୍ତ୍ରଣ

ଆଜିକାଲିର ବ୍ୟସ୍ତ ଜୀବନ ମଧ୍ୟରେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ନିହାତି ଜରୁରୀ। ଅସନ୍ତୁଳିତ ଜୀବନଶୈଳୀ ପରୋକ୍ଷରେ କେତେକ ରୋଗର କାରଣ ସାଜିଥାଏ। ତେଣୁ ନିୟମିତ ବ୍ୟବଧାନରେ ସ୍ବାସ୍ଥ୍ୟର ରୁଟିନ୍‌ ଚେକ୍‌ ଅପ୍‌ କରାନ୍ତୁ। ବିଶେଷ ଭାବରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ପରୀକ୍ଷା କରାନ୍ତୁ। ପୁଣି ବ୍ଲଡପ୍ରେସର କେତେ ରହୁଛି ତାହା ମଧ୍ୟ ମାପି ନିଅନ୍ତୁ। ସବୁବେଳେ ସନ୍ତୁଳିତ ତଥା ଭିଟାମିନଯୁକ୍ତ ଖାଦ୍ୟ ଖାଆନ୍ତୁ। ଆବଶ୍ୟକତାଠାରୁ ଅଧିକ ଚିନି କିମ୍ବା ମିଠାଜାତୀୟ ଖାଦ୍ୟ ଖାଆନ୍ତୁ ନାହିଁ। ସୁଷମ ଏବଂ ଭିଟାମିନଯୁକ୍ତ ଖାଦ୍ୟ ଖାଇବା ସହ ନିୟମିତ ବ୍ୟାୟାମ କରନ୍ତୁ। ଦିନତମାମ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସକାଳ ଜଳଖିଆ ଖାଇବାକୁ ଭୁଲନ୍ତୁ ନାହିଁ। ଶରୀରରେ ଜଳୀୟ ଅଂଶ ସନ୍ତୁଳିତ ରଖିବା ପାଇଁ ପ୍ରଚୁର ପାଣି ପିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri