Posted inଜାତୀୟ

ଉତ୍ତରପ୍ରଦେଶରେ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ

ଲକ୍ଷ୍ନେ,୨୮।୩: ଉତ୍ତରପ୍ରଦେଶର ୪ ଜଣ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ଆଗ୍ରା ବାସିନ୍ଦା। ଅନ୍ୟ ଜଣେ ମଥୁରାର ବାସିନ୍ଦା ବୋଲି ଜଣାପଡିଛି। ଆକ୍ରାନ୍ତ ୪ଜଣଙ୍କ ମଧ୍ୟରୁ ଜଣେ ମହିଳା ଦକ୍ଷିଣ ଆଫ୍ରିକାରୁ ଭାରତକୁ ଫେରିଥିବା ବେଳେ ଅନ୍ୟ ୩ଜଣଙ୍କ କୌଣସି ବିଦେଶ ଯାତ୍ରା ଇତିହାସ ନ ଥିବା ଜଣାପଡିଛି। ଯେଉଁମାନେ ଆକ୍ରାନ୍ତ ୪ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କ କଣ୍ଟାକ୍‌ ଟ୍ରେସିଂ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ଷ୍ଟ୍ରେନ ତୁଳନାରେ ଦକ୍ଷିଣ ଆଫ୍ରିକାର ଷ୍ଟ୍ରେନ ଏବଂ ନୂତନ ପରିବର୍ତ୍ତିତ ଷ୍ଟ୍ରେନ ଅଧିକ ସଂକ୍ରାମକ ଅଟେ। ଏଭଳି ସ୍ଥିତିରେ ଲୋକଙ୍କୁ କରୋନା କଟକଣା ମାନିବାକୁ ହେବ। ମାସ୍କ ପିନ୍ଧିବା, ସାମାଜିକ ଦୂରତା ଅନୁସରଣ କରିବା ଏବଂ ବାରମ୍ବାର ହାତ ଧୋଇବାର ଆବଶ୍ୟକତା ରହିଛି ବୋଲି ଆଗ୍ରା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରଜରଜନଗରରୁ ୩ ବିଜେଡି ଜିଲା ଉପସଭାପତି

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri