Posted inଜାତୀୟ

ଉତ୍ତରପ୍ରଦେଶରେ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ

ଲକ୍ଷ୍ନେ,୨୮।୩: ଉତ୍ତରପ୍ରଦେଶର ୪ ଜଣ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ଆଗ୍ରା ବାସିନ୍ଦା। ଅନ୍ୟ ଜଣେ ମଥୁରାର ବାସିନ୍ଦା ବୋଲି ଜଣାପଡିଛି। ଆକ୍ରାନ୍ତ ୪ଜଣଙ୍କ ମଧ୍ୟରୁ ଜଣେ ମହିଳା ଦକ୍ଷିଣ ଆଫ୍ରିକାରୁ ଭାରତକୁ ଫେରିଥିବା ବେଳେ ଅନ୍ୟ ୩ଜଣଙ୍କ କୌଣସି ବିଦେଶ ଯାତ୍ରା ଇତିହାସ ନ ଥିବା ଜଣାପଡିଛି। ଯେଉଁମାନେ ଆକ୍ରାନ୍ତ ୪ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କ କଣ୍ଟାକ୍‌ ଟ୍ରେସିଂ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ଷ୍ଟ୍ରେନ ତୁଳନାରେ ଦକ୍ଷିଣ ଆଫ୍ରିକାର ଷ୍ଟ୍ରେନ ଏବଂ ନୂତନ ପରିବର୍ତ୍ତିତ ଷ୍ଟ୍ରେନ ଅଧିକ ସଂକ୍ରାମକ ଅଟେ। ଏଭଳି ସ୍ଥିତିରେ ଲୋକଙ୍କୁ କରୋନା କଟକଣା ମାନିବାକୁ ହେବ। ମାସ୍କ ପିନ୍ଧିବା, ସାମାଜିକ ଦୂରତା ଅନୁସରଣ କରିବା ଏବଂ ବାରମ୍ବାର ହାତ ଧୋଇବାର ଆବଶ୍ୟକତା ରହିଛି ବୋଲି ଆଗ୍ରା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri