ତାରାତାରିଣୀ କଲେଜରେ ୩ କର୍ମଚାରୀଙ୍କୁ କରୋନା: ବନ୍ଦ ହେଲା କ୍ୟାମ୍ପସ

ପୁରୁଷୋତ୍ତମପୁର,୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ୩ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ କଲେଜ ଅଧ୍ୟକ୍ଷ ସୀମାଞ୍ଚଳ ପଟ୍ଟନାୟକ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶ (ବ୍ରହ୍ମପୁର)ଙ୍କୁ ଜଣାଇ ଥିଲେ। ତାଙ୍କ ପରାମର୍ଶ କ୍ରମେ କଲେଜ କ୍ୟାମ୍ପସକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରି ଦିଆଯାଇଛି। ଏହାସହ ଏନ୍‌ଏସି ପ୍ରଶାସନର ନିର୍ଦ୍ଦେଶକ କ୍ରମେ ସମସ୍ତ କର୍ମଚାରୀଙ୍କୁ କୋଭିଡି ଟେଷ୍ଟ କରିବା ଲାଗି ନିର୍ଦ୍ଦେଶ ନାମା ଜାରି ହୋଇଛି। ଏ ନେଇ ଅଧ୍ୟକ୍ଷ ପଟ୍ଟନାୟକ କହିଛନ୍ତି ଯେ, ପରବର୍ତ୍ତୀ ସମୟରେ ସ୍ଥାନୀୟ ପ୍ରଶାସନ ତହସିଲଦାର ଓ ଏନଏସି ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା କରି ତାଙ୍କର ପରାମର୍ଶ କ୍ରମେ କଲେଜ କ୍ୟାମ୍ପସକୁ ଖୋଲାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆରମ୍ଭ ଖଣ୍ଡଗିରି ମେଳା: ହେବନି ଅପେରା କି ଖୋଲିବନି ଦୋକାନ ବଜାର

ଭୁବନେଶ୍ୱର,୭ା୨(ବ୍ୟୁରୋ): ସୋମବାର ସନ୍ଧ୍ୟାରୁ ଆରମ୍ଭ ହେବ ଖଣ୍ଡଗିରି ମେଳା। କୋଭିଡ୍‌ କଟକଣା ପାଇଁ ଚଳିତବର୍ଷ ବି ମେଳା ଫିକା ପଡ଼ିବ। କେବଳ ମନ୍ଦିର ଭିତରେ ନୀତିକାନ୍ତି...

ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ଚୋରା କେନ୍ଦୁପତ୍ର ଜବତ

ରେଢ଼ାଖୋଲ,୮।୧୦(ଡି.ଏନ୍‌.ଏ.): ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ମଙ୍ଗଳବାର ଅପରାହ୍ନରେ ରେଢ଼ାଖୋଲ ରେଳବାଇ ପୋଲିସ ଚଢ଼ାଉ କରି ଚାଲାଣ ହେଉଥିବା ୧୮ ବଣ୍ଡଲ କେନ୍ଦୁପତ୍ର ଜବତ କରିଛି। ତେବେ...

ମଣ୍ଡିରେ ଅବ୍ୟବସ୍ଥା ନେଇ ଭାଜପାର ଜିଲାପାଳ କାର୍ଯ୍ୟାଳୟ ଘେରାଉ

ଭବନୀପାଟଣା, ୨୯।୧: ମଣ୍ଡିରୁ ଧାନ ନ ଉଠିବା ତଥା ମଣ୍ଡିରେ ଅବ୍ୟବସ୍ଥାକୁ ବିରୋଧ କରି କଳାହାଣ୍ଡି ଭାଜପା ତରଫରୁ ଶୁକ୍ରବାର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି।...

ପୃଥକ୍‌ ଘଟଣାରେ ମିଳିଲା ୨ ଝୁଲନ୍ତା ମୃତଦେହ

ପାଟଣା,୧୩ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ସୋମବାର ପୃଥକ୍‌ ଘଟଣାରେ ୨ଜଣଙ୍କ ଝୁଲନ୍ତା ମୃତଦେହ ଜବତହୋଇଛି। ପାଟଣା ଥାନା ମାଛଗଡ଼ ପଞ୍ଚାୟତ...

ହାଜତ୍‌ରେ କଏଦୀ ମୃତ୍ୟୁ ଘଟଣା: ପରିବାର ଲୋକେ ଆଣିଲେ ସଙ୍ଗୀନ ଅଭିଯୋଗ

ଚିତ୍ରକୋଣ୍ଡା,୨୯।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପକାରାଗାରରେ କଏଦୀ ଦାନୁ ଗୋଲୋରୀଙ୍କର ଗତ ରବିବାର ମୃତ୍ୟୁ ଘଟିଥିଲା। ଏ ନେଇ ମୃତ କଏଦୀଙ୍କ ପରିବାର ଲୋକେ ଜେଲ କର୍ତ୍ତୃପକ୍ଷଙ୍କ...

ରାୟଗଡ଼ା, କେନ୍ଦ୍ରାପଡ଼ାରେ କରୋନା ନେଲା ମୁଣ୍ଡ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ ଥିବାବେଳେ ଗଞ୍ଜାମ...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ବୋହୂର ସ୍ବୀକୃତି ଦାବି କଲେ ଯୁବତୀ

ପରଜଙ୍ଗ, ୫।୧୨(ଡି.ଏନ.ଏ.) – ବୋହୂର ସ୍ବୀକୃତି ଦାବିକରି ଜଣେ ଯୁବତୀ ପ୍ରେମିକଙ୍କ ଘର ବାରଣ୍ଡାରେ ଦୁଇଦିନ ହେଲା ଧାରଣାରେ ବସିବା ଘଟଣା ଢେଙ୍କାନାଳ ଜିଲା ପରଜଙ୍ଗ...

ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାରରେ ବୁଲୁଛନ୍ତି ଭାଜପା ନେତା

ଗଞ୍ଜାମ,୨୧ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଗଞ୍ଜାମ ସହର। ନିଜ ଦଳୀୟ ପାର୍ଥୀଙ୍କୁ ଜିତାଇବାକୁ ଲାଗିପଡ଼ିଛନ୍ତି ଆଗଧାଡ଼ିର...

Advertisement
Archives

Model This Week