ବରଗଡ଼ ଅଫିସ,୨୫।୧୦: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଏଠାରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ଜିଲାରେ ପୁଣି ୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୮ଜଣ ମହିଳା ଓ ୩୫ଜଣ ପୁରୁଷ ଅଛନ୍ତି। ନୂଆ ଆକ୍ରାନ୍ତ ମଧ୍ୟରେ ୩ଜଣ ଶିଶୁ ରହିଛନ୍ତି। ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩୭୭ରେ ପହଞ୍ଚିଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ଜଣକର ମୃତ୍ୟୁ ହୋଇଛି ଏବଂ ୭୮୫୦ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଆକ୍ରାନ୍ତମାନେ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍ View All

ମାକ୍ସ ପ୍ରସ୍ତୁତ କରି ସୁରକ୍ଷିତ ରହିବାର ବାର୍ତ୍ତା ବାଣ୍ଟୁଛିି ଏସ୍ଏଚ୍ଜି
ଲୋଇସିଂହା, ୩୦।୩(ଡି.ଏନ.ଏ): ମାରମତ୍କ କରୋନା ଭାଇରସ୍ ସଂକ୍ରମ଼ଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ଗାଁର ମା’ଶକ୍ତିରୂପା ସ୍ବୟଂ ସହାୟକ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫ ଆକ୍ରାନ୍ତ
ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୯,୦୪୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ବଲାଙ୍ଗୀରରେ ବନ୍ୟା ବିତ୍ପାତକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା: ୧ ହଜାର କୋଟିର ସହାୟତା ଦାବି
ବଲାଙ୍ଗୀର ଅଫିସ,୧୬।୮: ବଲାଙ୍ଗୀର ଜିଲାର ବନ୍ୟା ବିତ୍ପାତକୁ ନେଇ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ବଲାଙ୍ଗୀର ଗସ୍ତରେ ଆସି ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ...

ନୂଆ ବାଇକ୍ କିଣିବାକୁ ଯାଇଥିଲେ ଅଜା ନାତି , ଶୋ’ରୁମ୍ ଆଗରୁ ଦେଢ଼ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ
ଜଳେଶ୍ୱର,୩୦।୧୨(ଡି.ଏନ୍.ଏ.): ଅଜା ନାତି ନୂଆ ବାଇକ କିଣିବାକୁ ଶୋ’ରୁମକୁ ଯାଇଥିଲେ। ବାଇକ ଦେଖୁଥିବା ବେଳେ ଗାଡି ଡିକି ଭାଙ୍ଗି ଦେଢ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ।...

ହାଇଓ୍ବା ଚୋରି ଘଟଣା : ଝାଡ଼ଖଣ୍ଡରୁ ଜବତ କଲା ପୋଲିସ
ବଡ଼ବିଲ,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୧୦ ନମ୍ବର ରାଜ୍ୟ ରାଜପଥ ପାର୍ଶ୍ୱରୁ ଗୁରୁବାର ଭୋର୍ରୁ ଏକ ହାଇଓ୍ବା ଚୋରି ହୋଇଥିଲା। ଏହି...

କୃଷି, ଶିଳ୍ପ, ଶ୍ରମଭିତ୍ତିକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ
କେନ୍ଦୁଝର,୬ା୫(ସ୍ବ.ପ୍ର/ଡି.ଏନ୍.ଏ.)-କେନ୍ଦୁଝର ଜିଲାରେ ମହାମାରୀ କରୋନାର ପ୍ରତିରୋଧ ପାଇଁ ନିଆଯାଇଥିବା ପଦକ୍ଷେପର ତଦାରଖ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍ ଅଫିସର ଜଳସମ୍ପଦ ବିଭାଗର ପ୍ରମୁଖ...

ଆଜି ମାଘ ଷଷ୍ଠୀ : ସ୍ନାନମଣ୍ଡପକୁ ବିଜେ ହେବେ ୩ ମହାଦେବ
କୋଣାର୍କ,୩୧।୧(ଡି.ଏନ୍.ଏ.): ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ନିମନ୍ତେ ପୁରୀ ଜିଲା ପ୍ରଶାସନ ଓ କୋଣାର୍କ ଏନ୍ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶ୍ରଦ୍ଧାଳୁଙ୍କ ସ୍ନାନ...
ଗୋପବନ୍ଧୁ ନଗର ବ୍ଲକରେ ୨୦ ପଜିଟିଭ୍ ଚିହ୍ନଟ
କୁଆମରା,୨୧।୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଦିନକୁ ଦିନ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପ୍ରଶାସନ ପାଇଁ ଏହା ମୁଣ୍ଡବ୍ୟଥାର କାରଣ...