ଭଦ୍ରକ ଜିଲାର ଜଣେ ବିଡିଓଙ୍କୁ କରୋନା: ଜାଣନ୍ତୁ ସେ କେଉଁ ବ୍ଲକର

ପଦ୍ମପୁର:(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଡିଓ, ସାମାଜିକ ନିରାପତ୍ତା ଅଧିକାରୀ, ଓ ଜଣେ କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ବ୍ଲକର ସମସ୍ତ କର୍ମଚାରୀ ଭୟଭୀତ ହୋଇପଡିଛନ୍ତି। ମଙ୍ଗଳବାର ସମସ୍ତଙ୍କର ସ୍ବାବ ଟେଷ୍ଟ ହେବ ବୋଲି ଜଣାପଡିଛି। ଏ ନେଇ ବ୍ଲକ କାର୍ଯ୍ୟାଳୟକୁ ସମ୍ପୂର୍ଣ୍ଣ ଶଟଡାଉନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି। ଏହା ସହିତ ଯୁଦ୍ଧଜାହାଜ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri