ଭଦ୍ରକ ଅଫିସ,୨୯।୮: ଭଦ୍ରକ ଉପଜିଲାପାଳ ପିତାମ୍ବର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଶନିବାର ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ତାଙ୍କ ସ୍ଥାନରେ ମନୋରମା ଭୂୟାଁଙ୍କୁ ଉପଜିଲାପାଳ ଦାୟିତ୍ୱ ଦିଆଯାଇ ଥିବା ସେ କହିଛନ୍ତି।
ଭଦ୍ରକ ଅଫିସ,୨୯।୮: ଭଦ୍ରକ ଉପଜିଲାପାଳ ପିତାମ୍ବର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଶନିବାର ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ତାଙ୍କ ସ୍ଥାନରେ ମନୋରମା ଭୂୟାଁଙ୍କୁ ଉପଜିଲାପାଳ ଦାୟିତ୍ୱ ଦିଆଯାଇ ଥିବା ସେ କହିଛନ୍ତି।
ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍ପୋକ୍ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…
ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…
ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…
କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…
ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…
ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…
ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…
ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…