ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ କରୋନା

ଭବାନୀପାଟଣା,୧୮।୧୦(ଡି.ଏନ୍‌.ଏ.): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଭକ୍ତଚରଣ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ପଜିଟିଭ୍‌ ଚିହ୍ନଟ ହେବା ପରେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଗୃହ ସଂଗରୋଧରେ ରହି ଚିକିତ୍ସିତ ହେଉଛନ୍ତି। ତେବେ ସେ ସୁସ୍ଥ ଓ ଫିଟ୍‌ ଥିବା କହିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକେ କରୋନା ପରୀକ୍ଷା କରାଇ ନେବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri