ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୩ ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଜଣ ରହିଥିବା ବେଳେ ଗଞ୍ଜାମ , ରାୟଗଡ଼ା ଓ ମୟୂରଭଞ୍ଜ ଜିଲାରୁ ୨ ଜଣ ଲେଖାଏ ଅଛନ୍ତି। କଟକ, କନ୍ଧମାଳ , ଖୋର୍ଦ୍ଧ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ରହିଛନ୍ତି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri