ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୫୪ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର କମିବାର ନାଁ ନେଉନି। ଯାହାକି ଚିନ୍ତାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏମ୍‌ସିର ଅଭିନବ ପ୍ରୟାସ: ଦୁଇ ପାର୍କିଂ ଲଟ୍‌ର ଦାୟିତ୍ୱ ନେଲେ କିନ୍ନର

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଦୁଇଟି ପ୍ରମୁଖ ପାର୍କିଂ ଅଞ୍ଚଳର ଦାୟିତ୍ୱ ନେଇଛନ୍ତି କିନ୍ନର ସଂଗଠନ। ରାଜମହଲ ଛକ ନିକଟରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ...

ଲକ୍‌ଡାଉନ ନିୟମ ଭାଙ୍ଗି ୪ ଗିରଫ, ଜଣେ ନିଲମ୍ବିତ

କୃଷ୍ଣପ୍ରସାଦ,୬ା୪ (ଡି.ଏନ.ଏ.): କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଏପରିସ୍ଥଳେ...

କରୋନା ସଂକ୍ରମଣ ରୋକିବାକୁ ରାସାୟନିକ ପଦାର୍ଥ ଚିହ୍ନଟ, ଔଷଧ ପ୍ରସ୍ତୁତିରେ ହୋଇପାରେ ସହାୟକ

ଟେନିସି: କରୋନା ଭାଇରସ୍‌ କ୍ଷୀପ୍ର ବେଗରେ ବଢ଼ିଚାଲିଥିବାରୁ ଏହାକୁ କେମିତି ରୋକାଯାଇପାରିବ ସେନେଇ ବୈଜ୍ଞାନିକମାନେ ରାତିଦିନ ଲାଗିଛନ୍ତି। ଏଥିପାଇଁ ବୈଜ୍ଞାନିକମାନେ ବିଶ୍ୱର ଦ୍ରୁତତମ ସୁପର କମ୍ପ୍ୟୁଟର...

ଅନ୍‌ଲାଇନ ପାଠପଢାରେ ବାଧା ସାଜିଛି ମୋବାଇଲ ନେଟୱାର୍କ: ପରୀକ୍ଷାରୁ ବଞ୍ଚିତ ହେଉଛନ୍ତି ଛାତ୍ରୀଛାତ୍ର 

ପୁରୁଷୋତ୍ତମପୁର,୨୦।୮(ଡି.ଏନ.ଏ.): ସମଗ୍ର ବିଶରେ ମାରାତ୍ମକ ମହାମାରୀ କରୋନାର ପ୍ରକୋପ ଜାରି ରହିଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ମୋବାଇଲ ନେଟୱାର୍କ କମ୍ପାନୀ ଛାତ୍ରୀଛାତ୍ରଙ୍କ ଉପରେ...

ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ। କଟକ ଏସ୍‌ସିବି...

ସିଙ୍ଗପୁରରେ କାଳବୈଶାଖୀର ତାଣ୍ଡବ: ସରକାରୀ ସହାୟତା ଦାବି

ନୂଆଗାଁ,୩୦।୫ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତସ୍ଥ ସିଙ୍ଗପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଲୀଳା ଘଟିଛି। ଏହା ଏକ ଆଦିବାସୀ...

୨୧ରୁ ପଶ୍ଚିମ ଓଡ଼ିଶାରେ କୁଆପଥର ବର୍ଷା

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପରିବେଶକୁ ପ୍ରଭାବିତ କରିବାରେ ଲାଗିଛି। ଆବଶ୍ୟକ ସମୟରେ ସ୍ପଳ୍ପବୃଷ୍ଟି ଚିନ୍ତା ବଢ଼ାଉଥିବାବେଳେ ଅନାବଶ୍ୟକ ସମୟରେ ଅତ୍ୟଧିକ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି...

ପିପିଇ ଖରିଦକୁ ମନ୍ତ୍ରିସ୍ତରୀୟ ମଞ୍ଜୁରୀ

ଭୁବନେଶ୍ୱର, ୩।୪(ବ୍ୟୁରୋ): କରୋନା ମୁକାବିଲାରେ ନିୟୋଜିତ ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ତୁରନ୍ତ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ) ଖରିଦ ପ୍ରସ୍ତାବକୁ ରାଜ୍ୟ ମନ୍ତ୍ରିସ୍ତରୀୟ କମିଟି ମଞ୍ଜୁରୀ ଦେଇଛି।...

Advertisement
Archives

Model This Week