ଗଞ୍ଜାମରେ ଆଉ ୨ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଛତ୍ରପୁର,୨୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଜିଲାରେ ଜଣଙ୍କ ପରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି। ସୋମବାର ଜିଲାରେ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି।
ସେଥିମଧ୍ୟରେ ଜଣେ ୪୮ ବର୍ଷୀୟ ଓ ଆଉ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୩୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୮୯୨ ଜଣ ସୁସ୍ଥ ହୋଇଥିବା ବେଳେ ୪୬୩ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ମାଗଣା ଔଷଧ, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ବଇଣ୍ଡା,୨୫ା୧ (ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀମାନଙ୍କୁ ମାଗଣା ଔଷଧ ସହ ଠିକ୍‌ ଭାବେ ସେବା ମିଳୁ...

କରୋନା ପଜିଟିଭ ଗୁଜବ: ଜଣେ ଗିରଫ

ଛତ୍ରପୁର,୨୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର ଜଣଙ୍କଠାରେ କରୋନା ପଜିଟିଭ ମିଳିଥିବା ନେଇ ମିଥ୍ୟା ଖବର ସୋସିଆଲ ମିଡିଆରେ ପ୍ରଚାର କରିବା ଅଭିଯୋଗରେ ସମ୍ପୃକ୍ତଙ୍କୁ ସୋମବାର...

ଟାଏକୋଣ୍ଡୋରେ ସ୍ବର୍ଣ୍ଣ ଜିତିଲେ ପ୍ରିୟଙ୍କା

ଖଇରା, ୧୫।୫(ଡି.ଏନ.ଏ.)-ଖଇରା କଲେଜ ଯୁକ୍ତ ୩ କଳାର ଦ୍ୱିତୀୟବର୍ଷ ଛାତ୍ରୀ ପ୍ରିୟଙ୍କା ପାତ୍ର ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ୫୦କେଜି ବର୍ଗରେ ଚାମ୍ପିୟନ ହୋଇ ସ୍ବର୍ଣ୍ଣପଦକ ଲାଭ...

ମାଲକାନଗିରିରେ ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୧୮।୫(ଡି.ଏନ୍‌.ଏ): ମାଲକାନଗିରିରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାଥିଲି ଥାନା ଅନ୍ତର୍ଗତ ଟେମୁରପାଲି ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରାୟ ୩୦ରୁ ୪୦ ମାଓବାଦୀ...

ଶ୍ରୀଲୋକନାଥଙ୍କ ପୀଠରେ ଜଳ ଲାଗିକଲେ ୩୨ ହଜାର କାଉଡ଼ିଆ

ପୁରୀ ଅଫିସ, ୨୯ା୭: ଶ୍ରାବଣ ମାସ ଦ୍ୱିତୀୟ ସୋମବାର ଶ୍ରୀଲୋକନାଥଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ ହୋଇଥିଲା। ରାଜ୍ୟର ବିଭିନ୍ନ ନଦୀରୁ ଜଳ ଆଣି ୩୨,୩୦୦...

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା,୨୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପାଟିମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ସୋମବାର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ...

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୯୨୩୫୨ ମେଟ୍ରିକ ଟନ୍‌ ସଂଗ୍ରହ ଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୮।୧୧-ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ...

ଭୂତ, ଚକୁଳିିଆ ପଣ୍ଡା ବେଶରେ ସଚେତନତା

ଖୋର୍ଦ୍ଧା ଅଫିସ,୧୬ା୪: ବଜାରରେ ବୁଲୁଥିବା ଅମାନିଆ ବାଇକ ଚାଳକଙ୍କୁ ସଚେତନ କରିବା ଲାଗି ଆଗେଇ ଆସିଛନ୍ତି ସାମାଜିକ କର୍ମୀ ତଥା ଖବରଦାତା ଧନେଶ୍ୱର ବିଧାର। ସମ୍ପୂର୍ଣ୍ଣ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *