ଆଜି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ ମୃତକ କେଉଁ ଜିଲାର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୮ ମୃତକଙ୍କ ମଧ୍ୟରୁ କେବଳ ଗଞ୍ଜାମ ଜିଲାରୁ ୪ ଜଣ ଥିବା ବେଳେ ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri