ରାଜ୍ୟରୁ ପୁଣି ୬୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି। ୬୦ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୪ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧା ଜିଲାରୁ ୮ ଜଣ ଥିବା ବେଳେ କଟକ ଓ ଅନୁଗୋଳରୁ ୬ ଜଣ ଲେଖାଏ, କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଏ, ବୌଦ୍ଧ ଓ ସମ୍ବଲପୁରରୁ ଜଣ ୪ ଲେଖାଏ , ଭଦ୍ରକରୁ ୨, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୧

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର...

ଅକ୍ସିଜେନ୍‌ ନାହିଁ, ରୋଗୀଙ୍କୁ ଫେରାଇ ନିଅ: ହସ୍ପିଟାଲର ଅଡ଼ିଓ ଭାଇରାଲ…

ଲକ୍ଷ୍ନୌ,୨୨।୪: କରୋନା ସଂକ୍ରମଣ ନେଇ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଅକ୍ସିଜେନ୍‌ ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ହସ୍ପିଟାଲ...

ଯୁବତୀଙ୍କୁ ବଳାତ୍କାର କରି ଗିରଫ ହେଲେ ବନପାଳ

ମାଲକାନଗିରି,୪।୭: ମାଲକାନଗିରି ଜିଲା ଓର୍କେଲ ଥାନା ଅଞ୍ଚଳର ଜଣେ ଯୁବତୀ ବଳାତ୍କାର ଅଭିଯୋଗ ଆଣିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାଲକାନଗିରି ବନପାଳ ମୁରଲୀଧର ଅନୁଗୁଳିଆଙ୍କୁ...

ସିଲ୍‌ ହେଲା ବିଶାଲ ମେଗା ମାର୍ଟ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଠି ଆତଙ୍କର ବାତାବରଣ। ସଂକ୍ରମଣ ଏଡ଼ାଇବା ପାଇଁ ସରକାର ଓ ବିଭିନ୍ନ ବିଭାଗ ଆଡଭଇଜରି ଜାରି କରି କଟକଣା ଲଗାଇଥିବାବେଳେ...

ମାଲକାନଗିରି ଜିଲାରେ ମୋବାଇଲ ସେବା ବିପର୍ଯ୍ୟସ୍ତ : ଓଡ଼ିଶାର ଲୋକଙ୍କୁ କଥା ହେବାକୁ ଯିବାକୁ ପଡ଼ୁଛି ଆନ୍ଧ୍ର

ମାଲକାନଗିରି,୨୦।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ବିଏସଏନଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଜିଲା ସଦର ମହକୁମାରେ ଗତ ୨୦ ଦିନ ଧରି ୩ଜି ସେବା ନ...

ପ୍ରକୃତିର ଉପାସନା ଚୁରାଖାଇ ଯାତ୍‌ରା

ଗୁଡ଼ଭେଲିପଦର, ୩।୧୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଦହ୍ୟା, କାଦୋପଦର, ମନୁପାଲି, ମହେଶ୍ୱରପିଣ୍ଡା, ଋଷିବନ୍ଧ, ତାଳପଦର ଲେଖେଁ ପାଖାପାଖି ୧୦ ଖଁଡ଼ ଗଁାକେ ନେଇ ପଁଚ୍‌ରା...

ଅଦିନିଆ ରଥଯାତ୍ରାକୁ ନେଇ ଥାନାରେ ଏତଲା

ପୁରୀ ଅଫିସ,୩।୨: ବମ୍ବେରେ ଇସ୍କନ ପକ୍ଷରୁ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର...

କଷ୍ଟ ଦୂର କରିବ ନଷ୍ଟ ହେଉଥିବା ପାଣି

ପାଲଲହଡା,୧୪ା୮(ଡି.ଏନ.ଏ.) ନଷ୍ଟ ହେଉଥିବା ଝରଣା ପାଣିରେ ଚାଷୀଙ୍କ ଜଳ କଷ୍ଟ ଦୂର କରାଯିବ। ପାହାଡ଼ ଉପରେ ଚେକ୍‌ଡ୍ୟାମ ନିର୍ମାଣ କରାଯାଇ ୬୦୦ ଏକର ଜମିକୁ ଜଳସେଚନର...

Advertisement
Archives

Model This Week