ରାଜ୍ୟରୁ ପୁଣି ୫୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୫୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି। ୫୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯ ଜଣ ଥିବାବେଳେ ସୁନ୍ଦରଗଡ଼ରୁ ୮, ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ରାପଡ଼ା କେନ୍ଦୁଝର ଓ ପୁରୀରୁ ୩ ଜଣ ଲେଖାଏଙ୍କ ପ୍ରାଣ ଯାଇଛି । ସେହିପରି ମାଲକାନଗିରିରୁ ୨ ଏବଂ କଟକ, ଦେବଗଡ଼ ଗଞ୍ଜାମ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୫ତମ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ସୁନ୍ଦରଗଡ଼ ଅଫିସ,୧୫।୮: ସୁନ୍ଦରଗଡ଼ରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଶଙ୍କରାସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ...

ଧାନ ବିକିବାକୁ ଆଧାର ବାଧ୍ୟତାମୂଳକ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ରାଶନ କାର୍ଡ ପରେ ଏବେ ଚାଷୀ ପଞ୍ଜୀକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀ ଧାନ ବିକ୍ରି କରିବେ ସେମାନେ ନାମ ପଞ୍ଜୀକରଣ ବେଳେ...

ରାଜ୍ୟରେ ୧୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୫: ଦିନେ କମିଲେ ଦିନେ ବଢୁଛି କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ...

ବଢ଼ୁଛି ପାରିବାରିକ ହତ୍ୟା

ସତ୍ୟଜିତ୍‌ ରାଉତ ଭୁବନେଶ୍ୱର, ୧୮।୫(ବ୍ୟୁରୋ): ପରିବାରରେ ପରସ୍ପର ମଧ୍ୟରେ ଭଲପାଇବା ଓ ସ୍ନେହଶ୍ରଦ୍ଧା ରହିଲେ ସମ୍ପର୍କ ଦୃଢ଼ ହୋଇଥାଏ। କେହି କୌଣସି ସମସ୍ୟାରେ ପଡ଼ିଲେ ପରିବାରର...

ବିଜେପୁର ଉପନିର୍ବାଚନ: ଗାଇସିଲେଟରୁ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର

ବରଗଡ଼ ଅଫିସ/ଗାଇସିଲେଟ,୧୧।୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଗାଇସିଲେଟରୁ ଦଳୀୟ ପ୍ରାର୍ଥୀ ସନତ ଗଡତିଆଙ୍କ ପ୍ରଚାର ଆରମ୍ଭ କରିଛନ୍ତି...

ଅସ୍ପଷ୍ଟ ହେଉଛି ଓଡ଼ିଶା ଭୂଖଣ୍ଡ ସ୍ଥିତି

୧୯୩୬ ଏପ୍ରିଲ ୧ରେ ଭାଷା ଭିତ୍ତିରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେଲା। ଠିକ୍‌ ଆଜିକୁ ୮୫ବର୍ଷ ବିତିଯାଇଥିଲେ ସୁଦ୍ଧା ଓଡ଼ିଶାର ସୀମା ସ୍ପଷ୍ଟ ହୋଇପାରୁନି।...

କୋରାପୁଟରେ ପୁଣି ୫ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି

କୋରାପୁଟ,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ...

ଜନସାଧାରଣଙ୍କ ସହ ରହୁନି ସୁସମ୍ପର୍କ

ବଅଁରପାଳ,୧୯ା୨(ଡି.ଏନ.ଏ.) ଜନସାଧାରଣଙ୍କ ପ୍ରତି ଉତ୍ତମ ବ୍ୟବହାର ହିଁ ପୋଲିସକୁ ଲୋକଙ୍କ ପୋଲିସ କରିଦେବ। ଭୟମୁକ୍ତ ହୋଇ ସେମାନେ ଥାନା ସହ ସମ୍ପର୍କ ରକ୍ଷାକରିବେ। ଏହା ଅପରାଧ...

Advertisement
Archives

Model This Week