ଗଞ୍ଜାମରେ ଆଉ ଏକ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ଛତ୍ରପୁର,୨୮।୬(ଡି.ଏନ.ଏ.): ଗଞ୍ଜାମ ଜିଲାରେ ରବିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ମୃତକ ଜଣକ ଜିଲାର ୭୫ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନ୍‌ଶନ ଏବଂ ମଧୁମେହ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଅପହରଣ ପରେ ହତ୍ୟା

ପାଟପୁର,୨୭ା୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଜଙ୍ଗଲରୁ ପାଟପୁର ପୋଲିସ ବୁଧବାର ଗଛରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣେ...

ତନ୍ତ୍ର ସାଧନା ପଛର ରହସ୍ୟ ଖୋଲିଲା ପୋଲିସ:ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ ଭାଇ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ ବଙ୍ଗୋମୁଣ୍ଡା, ୮।୧(ଡି.ଏନ୍‌.ଏ.):ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ତନ୍ତ୍ରସାଧକ ଶୋଭାବନ ରଣା ଜେଲରୁ...

ବହିଷ୍କୃତ ବରୀ ବିଜେଡି ସଭାପତିଙ୍କ ଖବରଦାତା ସମ୍ମିଳନୀ : ରାଜନୈତିକ ପାଣିପାଗ ପରିବର୍ତ୍ତନ ଚର୍ଚ୍ଚା

ବରୀ,୨ା୯(ସ୍ବ.ପ୍ର.):  ବରୀ ବ୍ଲକ ବିଜେଡି ସଭାପତି ପଦରୁ ବହିଷ୍କୃତ ହୋଇଥିବା ଏସ୍‌.କେ ସଫିଉଦ୍ଦିନଙ୍କ ତତ୍ୱାବଧାନରେ ରବିବାର ବରୀ ଗ୍ରମାରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଯାଇଛି।...

ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ପୁରୀ ଅଫିସ,୧୨ା୬: ଫାଇଲିନ୍‌କୁ ୮ବର୍ଷ ଓ ଫନୀ ବାତ୍ୟାକୁ ବର୍ଷେ ବିତିଯାଇଛି। ହେଲେ ଅନେକ କ୍ଷତିଗ୍ରସ୍ତଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ସହାୟତା ମିଳିନାହିଁ। ଫନୀରେ ଘର...

ଆଖଣ୍ଡଳମଣି-ଭଦ୍ରକ ରାଜ୍ୟ ରାଜପଥ: ହେଲମେଟ ପିନ୍ଧିବାକୁ ସଚେତନ କଲେ ସ୍ବେଚ୍ଛାସେବୀ

ଆରଡ଼ି,୪।୯(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋହରା ପାଟଣା ଛକରେ ବୁଧବାର ବାଇକ୍‌ ଚାଳକଙ୍କୁ ହେଲମେଟ ପିନ୍ଧିବାକୁ ସଚେତନ କରାଯାଇଛି। ଦୋହରା ପାଟଣାର ନୀଳମାଧବ ୟୁଥ୍‌...

ସରକାରଙ୍କ ନିକଟରୁ ପହଞ୍ଚିଲା ଚିଠି: ଅନୁଗୋଳର ୩୫୫ ମେଧାବୀଙ୍କୁ ମିଳିବ ଲାପ୍‌ଟପ୍‌

ବନ୍ତଳା, ୮ା୧୨(ଡି.ଏନ.ଏ.) ୨୦୧୮ ଶିକ୍ଷାବର୍ଷରେ ଯୁକ୍ତ ୨ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଅନୁଗୋଳ ଜିଲାର ପ୍ରାୟ ୩୫୫ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ପକ୍ଷରୁ...

ରକ୍ତ ଭଣ୍ଡାରରେ ଅଭାବ ଦୂର କରିବାକୁ ରକ୍ତଦାନ କଲେ କ୍ଲବ୍‌ ସଦସ୍ୟ

ଲଖନପୁର,୩୦।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣକୁନେଇ ସାରା ବିଶ୍ୱରେ ଭୟାବହ ପରିସ୍ଥିତି ଦେଖାଦେଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏଭଳି ଜରୁରୀ...

ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, ପରିଚୟ ଅସ୍ପଷ୍ଟ

କେନ୍ଦୁଝର, ୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଳୁଘାଟି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜନୈକ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *