କେନ୍ଦ୍ରାପଡ଼ାରୁ ପ୍ରଥମ ମୁଣ୍ଡ ନେଲା କରୋନା: ଦିଲ୍ଲୀରୁ ଫେରିଥିଲେ ଆକ୍ରାନ୍ତ

କେନ୍ଦ୍ରାପଡା ଅଫିସ/ଆଳି,୮।୭(ଡି.ଏନ୍‌.ଏ.): କରୋନାରେ କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଆଳି ବ୍ଲକ ଏରଡଙ୍ଗ ପଞ୍ଚାୟତର ୪୯ ବର୍ଷୀୟ ବ୍ୟକ୍ତି ବୋଲି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛିା ସେ ଦିଲ୍ଲୀରେ ରହୁଥିଲେ । ଗତ ଜୁନ ୧୩ ତାରିଖରେ ପଞ୍ଚାୟତରେ ପହଞ୍ଚି ସଙ୍ଗରୋଧ କେନ୍ଦ୍ରରେ ଥିଲେ । ତାଙ୍କର ମଧୁମେହ ଥିଲା । ୧୪ ତାରିଖରେ ତାଙ୍କର ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ପ୍ରଥମେ ଆଳି ସିଏଚ୍‌ସି ଓ ପରେ କଟକ ବଡ ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରା ଯାଇଥିଲାା କୋଭିଡ-୧୯ ପରୀକ୍ଷଣ ପରେ ପଜିଟିଭ ବାହାରିବାରୁ ତାଙ୍କୁ କୋଭିଡ ହସପିଟାଲକୁ ସ୍ଥାନାନ୍ତର କରା ଯାଇଥିଲା । ଗତ ୫ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶଟ୍‌ଡାଉନରେ ରାସ୍ତାରେ ଦେହବେପାର ଡିଲ୍‌

ଭୁବନେଶ୍ୱର,୧୭।୫(ବ୍ୟୁରୋ):୨୫୦୦ ଟଙ୍କା ରେଟ୍‌ ଛିଣ୍ଡିଥିଲା। ରୁମ୍‌କୁ ନେଲା ପରେ ୫୦୦ଟଙ୍କା ଦେଇ ବଡ଼ଗଡ଼ରେ ଛାଡ଼ି ଦେଲେ। ସେଠୁ ଚାଲି ଚାଲି ମାଷ୍ଟରକ୍ୟାଣ୍ଟିନ ଆସିଲି। ଏବେ ମୋ...

ବଦଳିଲା ୧୬ ଗାଁର ଠିକଣା

ଧାମନଗର, ୧୫।୨(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ୧୧ ଓ ଭଣ୍ଡାରିପୋଖରୀ ବ୍ଲକର ୫କୁ ମିଶାଇ ମୋଟ ୧୬ ଗଁାର ଠିକଣା ବଦଳିଛି। ଆଗରୁ...

‘ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ ପହଞ୍ଚିବ’

ଭୁବନେଶ୍ୱର,୮।୨(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ...

ବାରିପଦାରେ କମନ ରିଭ୍ୟୁ ମିଶନ ପ୍ରତିନିଧି ଦଳ

ବାରିପଦା ଅଫିସ,୧୯ା୧୦- କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗଠିତ କମନ ରିଭ୍ୟୁ ମିଶନ(ସିଆରଏମ)ର ପ୍ରତିନଧି ଦଳ ଶୁକ୍ରବାର ମୟୂରଭଞ୍ଜ ଜିଲା...

ଘରୁ ଯାଇ ଆଉ ଫେରିଲେନି ଯୁବକ, ସକାଳୁ ବାଇକ୍‌ ନିକଟରେ ପଡ଼ିଥିଲା ମୃତଦେହ

ବାଲେଶ୍ୱର ଅଫିସ,୨୭।୧୨: ବାଲେଶ୍ବର ଜିଲା କମର୍ଦ୍ଦା ଥାନା ହଳଦୀ ମାଳ ଗ୍ରାମରେ ଥିବା ରାସ୍ତା କଡ଼ରୁ ଜଣେ ଯୁବକଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର କରାଯାଇଛି।...

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୧ଟା ୪୫ରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ...

‘ମହିଳାଙ୍କ ସ୍ବାବଲମ୍ବୀ ପାଇଁ ମିଶନ ଶକ୍ତି କାଫେ ଏକ ବଳିଷ୍ଠ ମାଧ୍ୟମ’

ରଘୁନାଥପୁର,୫।୪(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାପାଳ ପାରୁଲ ପଟୱାରି, ଉପଜିଲାପାଳ ମହେନ୍ଦ୍ର କୁମାର ମଲ୍ଲିକ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲା ପରିଷଦ ରୁଦ୍ରନାରାୟଣ ଦାଶ ମଙ୍ଗଳବାର ନୂତନ...

ମଣିଷ ମରା ହାତୀକୁ ଟ୍ରାଙ୍କୁଲାଇଜର

ଢେଙ୍କାନାଳ ଅଫିସ,୬ା୧୦: ଜଗତପୁର ଅଞ୍ଚଳରୁ ଗତ ୨୯ ତାରିଖରେ ମଣିଷ ମାରି ଆତଙ୍କ ସୃଷ୍ଟି କରିଥିବା ୩୫ ବର୍ଷର ମାଈ ହାତୀକୁ ଟ୍ରାଙ୍କୁଲାଇଜର କରି ଢେଙ୍କାନାଳ...

Advertisement
Archives

Model This Week